ବିଦ୍ୟାଳୟ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ସଂପର୍କିତ କର୍ମଶାଳା
ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୫ନଂ ୱାର୍ଡ ସ୍ଥିତ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କେ ସି ପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ବିଦ୍ୟାଳୟ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ଉପରେ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ତପସ୍ୱିନୀ ଦାଶ ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌମ୍ୟ ଦାଶ ଉପସ୍ଥିତ ରହି ଏହି କର୍ମଶାଳାକୁ ଉଦଘାଟନ କରିବା […]
Read More Text.