ମାର୍ଚ୍ଚ ୩୧ ସୁଦ୍ଧା ପାନ୍-ଆଧାର ଲିଙ୍କ ଶେଷ ସୁଯୋଗ, ଭାରତୀୟ ଆୟକର ବିଭାଗର ନୂତନ ବିଜ୍ଞପ୍ତି
ନୂଆଦିଲ୍ଲୀ: ଭାରତୀୟ ଆୟକର ବିଭାଗ ପକ୍ଷରୁ ମାର୍ଚ୍ଚ ୨୦୨୬ ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ନୂତନ ବିଜ୍ଞପ୍ତି ଏବଂ ନିୟମ ଜାରି କରାଯାଇଛି। ଆର୍ଥିକ ବର୍ଷ ଶେଷ ହେବାକୁ ଯାଉଥିବାରୁ ଆଧାର-ପାନ ଲିଙ୍କ୍ କରିବାର ଶେଷ ସୁଯୋଗ ଦିଆଯାଇଛି। ସରକାରଙ୍କ ନୂତନ ବିଜ୍ଞପ୍ତି ଅନୁଯାୟୀ ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଯଦି ଆପଣ ନିଜର ପାନ୍କୁ ଆଧାର ସହିତ ଲିଙ୍କ୍ କରିନାହାଁନ୍ତି, ତେବେ ଆପଣଙ୍କର ପାନ୍ କାର୍ଡ ଅକାମୀ ହୋଇଯିବ। ବର୍ତ୍ତମାନ ଏଥିପାଇଁ ଜଣେ ବ୍ୟକ୍ତି ୧,୦୦୦ ର […]
Read More Text.