Paddy 1

ବିଶ୍ରାମ ଗୃହରେ ଧାନ ରଖିଲେ ଚାଷୀ, ଧାନ କିଣାରେ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ଅସନ୍ତୋଷ

ରେଙ୍ଗାଲି: ଧାନ କିଣାକୁ ନେଇ ରାଜ୍ୟର ବିଭିନ୍ନ ଜାଗାରେ ଚାଷୀ କୂଳ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଥିବାବେଳେ ସରକାରଙ୍କ ଆଶ୍ବାସନାକୁ ସେମାନେ ଭରସା କରିପାରୁନାହାନ୍ତି। ଗତ ରବି ଫସଲରେ ଏମିତି ଅନେକ ଚାଷୀ ଧାନ ବିକ୍ରି କରିପାରି ନାହାନ୍ତି । ପୁଣି ଖରିଫ ଫସଲ ବେଳକୁ ସେହି ଅବସ୍ଥା। ରବି ଫସଲରେ ଧାନ ବର୍ଷାରେ ଭିଜି ଯାଇଥିବାରୁ ଚାଷୀମାନେ ଅନେକ କ୍ଷୟ କ୍ଷତି ସହିଛନ୍ତି। ଋଣ ବୋଝ ଚାପରେ ଏବେ ବି ଚାଷୀ ରହିଛନ୍ତି। କିନ୍ତୁ ଖରିଫ […]

Read More Text.

ଡିଜିପିଙ୍କ କ୍ୟାମ୍ପ ଅଫିସ ଆଗରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି। ବିଜେଡି ନେତାମାନେ ରାଜରାସ୍ତାକୁ ଓହ୍ଲାଇବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣା ଜାରି ରହିଛି । ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ଧର୍ମଶାଳା ନିର୍ବାଚନମଣ୍ଡଳୀର ଶତାଧିକ ଲୋକ ମଧ୍ୟ ଏହି ଧାରଣାରେ ସାମିଲ ହୋଇଛନ୍ତି । ପ୍ରଣବ କହିଛନ୍ତି, ଧର୍ମଶାଳାରେ ଗୁଣ୍ଡାରାଜ […]

Read More Text.
Chintu143

ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ, ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ବର : କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ । AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ ଖଡ୍ ଗେଙ୍କ ନେତୃତ୍ବ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ । ୪ ଦିନ ତଳେ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିଥିଲେ ମୋକିମ । ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର […]

Read More Text.

ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ହେଲେ ରାଜ୍ୟପାଳଙ୍କ ଏଡିସି

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ କରିଛନ୍ତି। ଆଇଏନଏସ୍ ଆଦିତ୍ୟରେ ଡବ୍ଲୁକେଓ (ଓ୍ବାଚ୍ କିପିଂ ଅଫିସର) ଭାବେ କାର୍ଯ୍ୟ କରିଥିବା ଲେଫ୍ଟନାଣ୍ଟ ଦେଓ ଏହି ନୂଆ ଦାୟିତ୍ୱରେ ଯୋଗ ଦେଇଛନ୍ତି। ଲେଫ୍ଟନାଣ୍ଟ ଦେଓ ପ୍ରତିଷ୍ଠିତ ନ୍ୟାସନାଲ ଡିଫେନ୍ସ […]

Read More Text.
Death 750x430 1

ପ୍ରେମିକାଙ୍କୁ ପିଟି ପିଟି ମାରିଦେଲା ପ୍ରେମିକ

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ପିଟି ହତ୍ୟା କରିଛି। ପରେ ପ୍ରେମିକ ଜଣକ ମଧ୍ୟ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ସୋମବାର ପ୍ରେମିକା ଜଣକ ଟ୍ୟୁସନ୍ ସାରି ଘରକୁ ଫେରୁଥିଲେ। ସେତିକିବେଳେ ପ୍ରେମିକଙ୍କ ସହ ଦେଖା ହୋଇଥିଲା। […]

Read More Text.

୧୭ ତାରିଖରେ ୨୨୯୭୯ ଶିକ୍ଷକ-ଶିକ୍ଷୟିତ୍ରୀ ଦେବେ ଓଟିଇଟି ପରୀକ୍ଷା

କଟକ : ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ବୋର୍ଡର କଣ୍ଟ୍ରୋଲ ରୁମରୁ ପଠାଯାଉଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକଶିକ୍ଷୟିତ୍ରୀ ଅଛନ୍ତି । ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ […]

Read More Text.

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ

ରେଢ଼ାଖୋଲ : ଶିକ୍ଷକ ଦାବିରେ ସ୍କୁଲ ଫାଟକରେ ତାଲା ।   ଶିକ୍ଷକଙ୍କୁ ସ୍କୁଲ ଭିତରେ ରଖି ତାଲା ମାରିଲେ ଅଭିଭାବକ ।  ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବଂଶାଜାଳରେ ଥିବ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଘଟଣା ।  ସ୍କୁଲରେ ୫ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଥିଲେ ।  ସ୍କୁଲରୁ ପ୍ରଧାନ ଶିକ୍ଷକଙ୍କ ଅବସର ହେବା ପରେ ଆଉ ସ୍କୁଲରେ ଅଛନ୍ତି ୩ ଜଣ ଶିକ୍ଷୟତ୍ରୀ ଓ ଜଣେ ଶିକ୍ଷକ  l  ବାରମ୍ବାର ଅଭିଯୋଗ କରିଥିଲେ ବି ସମସ୍ୟାର ସମାଧାନ […]

Read More Text.

ନାବାଳିକାକୁ ବିଷ ପିଆଇ ମାରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କଲା ଯୁବକ

ନୟାଗଡ଼ : ନାବାଳିକାକୁ ଜବରଦସ୍ତ ବିଷ ପିଆଇ ମାରିବା ପରେ ନିଜେ ବିଷ ପିଇଲା ଅଭିଯୁକ୍ତ ଯୁବକ  ।  ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ମଗରବନ୍ଧରେ ଏହି ଘଟଣା ଘଟିଛି  ।   ମଗରବନ୍ଧ ଗାଁର ଗୋଲେଖ ନାୟକଙ୍କ ପୁଅ ପୂର୍ଣ୍ଣ ଜଣେ ନାବାଳିକାକୁ ଏକତରଫା ପ୍ରେମ କରୁଥିଲା  ।  ଏନେଇ ନାବାଳିକାର ପରିବାର ଲୋକେ ପୂର୍ଣ୍ଣର ବାପାମାଆଙ୍କୁ ଜଣାଇଥିଲେ ମଧ୍ଯ ପରିବାର ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନଥିଲା  । ଏପରିକି ନାବାଳିକା ଜଣକ ସ୍କୁଲ୍ ଏବଂ ଟ୍ୟୁସନ୍ ଯିବା […]

Read More Text.
Cm 2

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର। ଏଣିକି ଓଡିଶା ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବେ ନାହିଁ ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି । ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍‍ଡିଙ୍ଗ୍ ରେ କାର୍ଯ୍ୟକ୍ଷମ ହେବ। ଯାହା ପାଇଁ ଓଡିଶା ସରକାର ୩ ହଜାର ବର୍ଗଫୁଟର ଜାଗା […]

Read More Text.
5

୧୫ ବର୍ଷ ବୟସରେ ୫୦ ତମ ଡାଇଭ୍‌ ପୂରଣ କରି ରେକର୍ଡ କଲେ ତିସ୍ୟା

ସମ୍ବଲପୁର: ସମ୍ବଲପୁରରେ ଜନ୍ମିତ ତିସ୍ୟା ପାଣିଗ୍ରାହୀ । ଓଡ଼ିଆ ଜଳପରୀ । ଗଭୀର ସମୁଦ୍ରରେ ଡାଇଭ୍ କରି ସମସ୍ତଙ୍କୁ କରିଛନ୍ତି ଗର୍ବିତ । ଦୁବାଇ ବାସିନ୍ଦା ଓଡ଼ିଆ ସ୍କୁବା ଡାଇଭର ୧୫ ବର୍ଷୀୟ ତିସ୍ୟା ପାଣିଗ୍ରାହୀ ହାସଲ କରିଛନ୍ତି ନୂଆ ରେକର୍ଡ । କିଛି ଦିନ ପୂର୍ବେ ନିଜର ୫୦ ତମ ଡାଇଭ୍‌ ପୁରା କରି ରେକର୍ଡ କରିଛନ୍ତି ଏହି କୁନି ଝିଅ । ମାଳଦ୍ବୀପର ‘କାଣ୍ଡୁମା ଥିଲା’ ଡାଇଭ୍ ସ୍ଥଳରେ ତିସ୍ୟା ନିଜର ୫୦ତମ ଡାଇଭ୍ […]

Read More Text.