ଆର୍ଟିଓ ଅଫିସରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ଓ ଆସବାବପତ୍ର
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ ଫାଇଲ୍ ଓ ଆସବାବପତ୍ର ପୋଡ଼ି ଯାଇଛି। ନିଆଁ ଲାଗିବା ନେଇ ସୂଚନା ପାଇ ପାରଳାଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ପ୍ରାୟ ଦେଢ଼ ଘଣ୍ଟା ଧରି ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ […]
Read More Text.