ଗୁଜରାଟରେ ପହଞ୍ଚିଲା ଶିବାଲିକ୍ ଜାହାଜ: ଦୂର ହେବ ଏଲପିଜି ସଙ୍କଟ
ନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ପତାକା ବିଶିଷ୍ଟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏଲପିଜି କ୍ୟାରିଅର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି। ଜାହାଜଟି ହର୍ମୁଜରୁ ସୁରକ୍ଷିତ ଭାବରେ ପାର ହୋଇ ଭାରତ ଅଭିମୁଖେ ଯାତ୍ରା କରିଥିଲା, ଯେଉଁଥିରେ ୪୫,୦୦୦ ମେଟ୍ରିକ୍ ଟନରୁ ଅଧିକ ଏଲପିଜି ରହିଛି । ଏହା ମଧରୁ ମୁନ୍ଦ୍ରା ବନ୍ଦରରେ ଶିବାଲିକ ଜାହାଜରୁ ଏଲପିଜି ଗ୍ୟାସ୍ ଅନଲୋଡ କରାଯିବ । ଏହା ଦେଶରେ ଜାରି ରହିଥିବା ଏଲପିଜି ଯୋଗାଣ ଅଭାବକୁ ଦୂର […]
Read More Text.