ବଲାଙ୍ଗୀରରେ ଅମାନୁଷିକ ଘଟଣା: ସ୍ତ୍ରୀକୁ ନିଆଁ ଲଗାଇଦେଲା ସ୍ୱାମୀ!
ବଲାଙ୍ଗୀର, ୧୩/୧୨ : ବଲାଙ୍ଗୀର ଜିଲ୍ଲାର ବେଲପଡା ଥାନା ଅନ୍ତର୍ଗତ କଟାପାଲି ଗାଁରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ସ୍ୱାମୀ ନିଜ ସ୍ତ୍ରୀକୁ ଶାରୀରିକ ନିର୍ଯାତନା ଦେବା ପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ପୋଡ଼ି ମାରିଦେଇଥିବା ଅଭିଯୋଗ ହୋଇଛି| ମୃତ ମହିଳା ହେଲେ କୁଳବତୀ ପରୁଆ ଏବଂ ଅଭିଯୁକ୍ତ ସ୍ୱାମୀ ହେଉଛନ୍ତି ପିଣ୍ଟୁ ପରୁଆ| ଏହି ଘଟଣା ଗୁରୁବାର ବିଳମ୍ବିତ ରାତିରେ ଘଟିଥିବା ଜଣାପଡିଛି| ପୋଲିସ ସୂତ୍ରରୁ ମିଳିଥିବା ସୂଚନା […]
Read More Text.