ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଚେତାବନୀ ଦେଲେ ଟ୍ରମ୍ପ
ନ୍ୟୁୟର୍କ: ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍ ଓ ୟୁକ୍ରେନ୍ର ଯୁଦ୍ଧ ଯୋଗୁଁ ଏପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି ବୋଲି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଶଙ୍କା କରିଛନ୍ତି । ଗତ ମାସରେ ଯୁଦ୍ଧରେ ୨୫,୦୦୦ ଲୋକ, ଅଧିକାଂଶ ସୈନିକ, ପ୍ରାଣ ହରାଇଥିଲେ ଏବଂ ନିରନ୍ତର ରକ୍ତପାତ ହେଉଛି ବୋଲି ହ୍ୱାଇଟ୍ ହାଉସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ବେଳେ ଆମେରିକା ରାଷ୍ଟ୍ରପତି ପ୍ରକାଶ କରିଛନ୍ତି । ଏହି ଦୁଇ ଦେଶ ମଧ୍ୟରେ ଶତ୍ରୁତାର […]
Read More Text.