ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
ବାରିପଦା : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ର ମିଳିତ ଅନୁକୂଲ୍ୟରେ ଆଜି ସ୍ଥାନୀୟ ଶହୀଦସ୍ମୃତି ଭଵନ ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଅଛି I ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ଼. କୃଷ୍ଣଚନ୍ଦ୍ର ମହାପାତ୍ର ଓ ସମ୍ମାନିତ ଅତିଥି ଭାବେ ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ ଓ ସIରସକଣା ବିଧାୟକ ଶ୍ରୀ ଭାଦବ ହାଁସଦା ପ୍ରମୁଖ ଉପସ୍ଥିତ ହୋଇ ନାରୀ […]
Read More Text.