ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ
ବାରିପଦା : ମୟୁରଭଞ୍ଜ ଜିଲ୍ଲା ପକ୍ଷରୁ ସ୍ଥାନୀୟ ଛଉ ପଡ଼ିଆ ଠାରେ ଆଜିଠାରୁ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ର ଶୁଭାରମ୍ଭ ହୋଇଅଛି। ଦୀର୍ଘ ପାଞ୍ଚ ଦିନ ଧରି ଆତ୍ୟାଧୁନିକ କୃଷି ଜନ୍ତ୍ରପାତି ପ୍ରଦର୍ଶନ ସହିତ ଓ ଅତ୍ୟାଧୁନିକ ପ୍ରଣାଳୀରେ ଚାଷ କରିବାକୁ ସରକାରଙ୍କ ପ୍ରୋତ୍ସାହନ ପ୍ରତିଫଳିତ ହେଉଛି। ଉଦଘାଟନୀ ଉତ୍ସବର ମୁଖ୍ୟ ଅତିଥି ଭାବେ ଲୋକସଭା ସାଂସଦ ନବ ଚରଣ ମାଝୀ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହ ଆଧୁନିକ କୃଷି ଯନ୍ତ୍ରପାତି […]
Read More Text.