Images (1)

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ୫ବର୍ଷରେ ରାଜ୍ୟରେ ମୋଟ୍‌ ୩୦ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି । ସେଥିରୁ ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ଲକ୍ଷ ୬୯ହଜାରରୁ ଅଧିକ ପ୍ରସବ ହୋଇଛି । ଏହାସହିତ ସରକାରୀ ହସ୍ପିଟାଲରେ ୧୯ଲକ୍ଷ ୫୯ହଜାର ୯୧୮ନର୍ମାଲ ଡେଲିଭରୀ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ ଗୃହରେ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ୪ଲକ୍ଷ ୯ହଜାର ୭୧୮ ସିଜେରିଆନ ଡେଲିଭରି ହୋଇଛି […]

Read More Text.

ଏବେ ବଢ଼ିବନି ପାଚିକାଙ୍କ ଦରମା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର :  ଏବେ ବଢ଼ିବନି ପାଚିକାଙ୍କ ଦରମା । ପୂର୍ବରୁ ପାଚିକାମାନେ ମାସକୁ ୨ ହଜାର ଟଙ୍କା ଦରମା ପାଉଥିଲେ । ବିଜେପି ସରକାର ପାଚିକାଙ୍କ ଦରମା ୩ ହଜାର ଟଙ୍କାଙ୍କୁ ବୃଦ୍ଧି କରିଛନ୍ତି । ସେମାନେ ଆଉ ଆନ୍ଦୋଳନକୁ ଆସିବାର ଆବଶ୍ୟକତା ନାହିଁ । ଦରମା ବୃଦ୍ଧି ପାଇଁ ବାରମ୍ବାର ଆନ୍ଦୋଳନ କରିବା ଠିକ ନୁହେଁ । ଆନ୍ଦୋଳନରୁ ଓହରି ପାଚିକମାନେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅପିଲ […]

Read More Text.
Presentation3 11 e1765291669294

ଫାଟିଲା ଗ୍ୟାସ ସିଲିଣ୍ଡର: ବର୍ତ୍ତିଗଲେ ପରିବାର

ଦେବଗଡ଼: ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ପରିବାର । ଦେବଗଡ଼ ଜିଲ୍ଲା ବାରକୋଟ ଅଞ୍ଚଳରେ ବିଳମ୍ବିତ ରାତିରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ରେ ପରିବାର କାହାର କ୍ଷତି ହୋଇ ନଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ବାରକୋଟ ଅଞ୍ଚଳର ଅନୂଲ୍ୟ ନାଥଙ୍କ ଘର ଭିତରେ ବିଳମ୍ବିତ ରାତିରେ ଗ୍ୟାସ୍ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିଲା । ଭାଗ୍ୟବଶତଃ ଏଥିରେ ପରିବାର କୌଣସି କ୍ଷତି ହୋଇନାହିଁ । […]

Read More Text.
Chse 1

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ, ମାର୍ଚ୍ଚ ୧୧ରେ ହେବାକୁ ଥିବା ପରୀକ୍ଷା ମାର୍ଚ୍ଚ ୨୩ରେ ହେବ

ଭୁବନେଶ୍ବର :  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ।  ମାର୍ଚ୍ଚ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୩ ମାର୍ଚ୍ଚରେ ହେବ । ଓଡ଼ିଆ ପରୀକ୍ଷା ବ୍ୟତୀତ ଅନ୍ୟ ସବୁ ଭାଷାର ପରୀକ୍ଷା ମାର୍ଚ୍ଚ ୨୩ରେ ହେବ । ମାର୍ଚ୍ଚ ୨୧ ତାରିଖରେ ହେବାକୁ ଥିବା ପରୀକ୍ଷା ମାର୍ଚ୍ଚ ୨୫ରେ ହେବ । ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି । ଆସନ୍ତା […]

Read More Text.
Assembly meeting

ବଢ଼ିଲା ଦରମା: ଭତ୍ତା ସହ ବାଚସ୍ପତି ଓ ଉପବାଚସ୍ପତି ପାଇ​‌ବେ ୪.୨୮ ଲକ୍ଷ

ଭୁବନେଶ୍ବର: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି ପାଇଛି। ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ ବଦଳରେ ୯୮ ହଜାରକୁ ବୃଦ୍ଧି ପାଇଥିବାବେଳେ ଉପବାଚସ୍ପତିଙ୍କ ଦରମା ୩୮ ହଜାରରୁ ୯୪ ହଜାରରୁ ବଢ଼ିଛି। ପୂର୍ବରୁ ବାଚସ୍ପତି ୪୦ ହଜାର ୫୦୦ ଟଙ୍କା ଦରମା ବାବଦରେ ପାଉଥିଲେ। ଏବେ ତାଙ୍କୁ ୯୮ ହଜାର ଟଙ୍କା ମିଳିବ। ବୈଠକ ଭତ୍ତା ୮୦୦ ଟଙ୍କା ବଦଳରେ ୨୦୦୦ ଟଙ୍କା ମିଳିବ। ସେହିପରି କାର ଭତ୍ତା ମାସିକ ୧୭ ହଜାର ବଦଳରେ […]

Read More Text.
Assembly

ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା

ଭୁବନେଶ୍ବର:  ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ଓ ପେନସନ ସଂଶୋଧନ ବିଲ୍ ଏବଂ ବାଚସ୍ପତି, ଉପ ବାଚସ୍ପତିଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍ ଗୃହୀତ ହେଲା। ବିଧାୟକଙ୍କ ଦରମା ୧ ଲକ୍ଷ ୧୧ ହଜାରରୁ ୨ ଲକ୍ଷ ୭୮ ହଜାର ଟଙ୍କା ହେଲା । ସେହିପରି ମନ୍ତ୍ରୀଙ୍କ ଦରମା ଓ ଭତ୍ତା ୩ ଲକ୍ଷ ୮୦ ଟଙ୍କା ହେଲା । ଅଧିବେଶନ ସମୟରେ ବିଧାୟକଙ୍କ ଭତ୍ତା ୧୫ ଶହରୁ ୩୦୦୦କୁ […]

Read More Text.
Assembly meeting

ଶେଷ ହେଲା ବିଧାନସଭା ଅଧିବେଶନ, ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ

ଭୁବନେଶ୍ବର : ସରିଲା ବିଧାନସଭା ଅଧିବେଶନ । ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ହେଲା ବିଧାନସଭା । ୧୮ ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ ।  ମୋଟ ୧୧ ଦିନ ଚାଲିଲା ଶୀତ ଅଧିବେଶନର ଗୃହକାର୍ଯ୍ୟ । ସମସ୍ତଙ୍କ ଅନୁମୋଦନକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି । ଏଥର ବିଧାନସଭାର ଶୀତ ଅଧିବେଶନ ଥିଲା ନିଆରା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରିଥିଲେ । ବିଧାୟକମାନଙ୍କୁ ଶିଖାଇଥିଲେ ଆଚରଣ ଓ ଉଚ୍ଚାରଣର […]

Read More Text.
Images

ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାମ ଘୋଷିତ, ଅଭିଳାଷ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି

ଭୁବନେଶ୍ୱର : ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା । ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ନାଁ ଘୋଷଣା କରାଯାଇଛି । ଭାରତୀୟ ଜନତା ଯୁବ ମୋର୍ଚ୍ଚା ସଭାପତି ହୋଇଛନ୍ତି ଅଭିଳାଷ ପଣ୍ଡା । ମହିଳା ମୋର୍ଚ୍ଚା ସଭାପତି ଐଶ୍ବର୍ଯ୍ୟା ବିଶ୍ବାଳ, କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀ, ଏସ.ସି ମୋର୍ଚ୍ଚା ସଭାପତି ବାଇଧର ମଲ୍ଲିକ ଓ ଏସି.ଟି ମୋର୍ଚ୍ଚା ସଭାପତି ହୋଇଛନ୍ତି କାନ୍ଦେରା ସୋରେନ । ଓବିସି ମୋର୍ଚ୍ଚା ସଭାପତି […]

Read More Text.
Nayagarh

ପୋଲ ତଳକୁ ଖସିଲା ବାଇକ୍ ୨ ମୃତ

ନୟାଗଡ଼ : ବାଇକ୍ ଦୁର୍ଘଟଣାରେ ବ୍ରିଜ ତଳକୁ ଖସି ଦୁଇ ଜଣଙ୍କ ମୃତ୍ୟୁ । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ା ଝୋଲା ଫାଣ୍ଡି ନିକଟସ୍ଥ ବେରୁଆବାରୀ ପଂଚାୟତର ତୋରିଗାଡିଆ ବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି । ଗତ ରାତିରେ ୨ ଜଣ ଯୁବକ ବାଇକ ଯୋଗେ ଓଡଗାଁ ଅଭିମୁଖେ ଆସୁଥିଲେ । ନିଶାସକ୍ତରେ ଥିବାରୁ ବ୍ରିଜରେ ବାଇକ ଦୁର୍ଘଟଣା ଘଟାଇ ବ୍ରିଜ ତଳେ ପଡି ମୃତ୍ୟୁବରଣ କରିଥିବା ସୂଚନା ରହିଛି । ଯୁବକ ପୋଲ ତଳେ […]

Read More Text.

ଫାଶରେ ପଡ଼ିଲା କଲରାପତରିଆ, ଲୋକେ ଆତଙ୍କିତ

ଅନୁଗୁଳ : ଫାଶରେ ପଡ଼ିଲା କଲରାପତରିଆ । ଅନୁଗୋଳ ବନଖଣ୍ଡ କରତପଟା ସେକ୍ସନ ଡ଼ିମିରିପାଳ ଗାଁ ନିକଟରେ ଜନ୍ତାରେ ପଡ଼ିଲା କଲରାପତରିଆ ବାଘ । ଜନ୍ତୁ ଶିକାର ପାଇଁ ଗାଁରେ ଫାଶ ବସାଯାଇଥିଲା । ସେହି ଯନ୍ତାରେ କଲରାପତରିଆ ବାଘ ପଡି ଛଟପଟ ହେଉଛି । ଛଟପଟ ହେବା ସହ ଗର୍ଜନ କରୁଛି । କଲରାପତରିଆର ଗର୍ଜନରେ ଆତଙ୍କିତ ହୋଇପଡିଛନ୍ତି ଅଞ୍ଚଳବାସୀ । ବାଘକୁ ଯନ୍ତାରୁ ନିଶ୍ଚେତକ ଦେଇ ଉଧାର କରି କୁଲାସିଂହା ନର୍ସରୀରେ ରଖାଯାଇଛି । ତାର […]

Read More Text.