ଚଳିତ ମାସ ୨୬ ତାରିଖ ରାଇରଙ୍ଗପୁରଠାରେ ଅନୁଷ୍ଠିତ ହେବ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା
ବାରିପଦା(୨୧/୨) : ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜଙ୍କ ସହଯୋଗରେ ଆସନ୍ତା ତା. ୨୬.୦୨.୨୦୨୬ ରିଖ ଗୁରୁବାର ଦିନ ରାଇରଙ୍ଗପୁର ବ୍ଲକ ନିକଟସ୍ଥ ରାଇରଙ୍ଗପୁର କଲେଜ ପଡିଆ ଠାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳାର ଆୟୋଜନ କରାଯାଉଅଛି । ଉକ୍ତ ନିଯୁକ୍ତି ମେଳାରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ୫୦ଟି ନିଯୁକ୍ତିଦାତା / ଅନୁଷ୍ଠାନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ନିଯୁକ୍ତି ମେଳାରେ ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳର […]
Read More Text.