ଓଡିଶା ଦୁର୍ନୀତି ସଂଘର୍ଷ ମଞ୍ଚ, ମୟୁରଭଞ୍ଜ ଶାଖାର ସାଙ୍ଗଠନିକ ବୈଠକ ଅନୁଷ୍ଠିତ
ବାରିପଦା : ସ୍ଥାନୀୟ ମୁର୍ଗାବାଡିଠାରେ ଓଡିଶା ଦୁର୍ନୀତି ସଂଘର୍ଷ ମଞ୍ଚ, ମୟୁରଭଞ୍ଜ ଶାଖାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି | ରାଜ୍ୟ ମଞ୍ଚ ଉପାଧ୍ୟକ୍ଷ ଅଜୟ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୟୁରଭଞ୍ଜ ଶାଖାର ସଦସ୍ୟ ମାନେ ଉପସ୍ଥିତ ରହି ଦୁର୍ନୀତି ମୁକ୍ତ ସମାଜ ଗଠନ ପାଇଁ ଜନ ସଚେତନତା ଜାଗରଣ ଉପରେ ଆଲୋକପାତ କରିଥିଲେ | ଗତବର୍ଷ ମାନଙ୍କରେ ଜିଲ୍ଲପାଳ, ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ତଥା ବ୍ଲକ ସ୍ତରୀୟ ପଦାଧିକାରୀଙ୍କୁ ଭେଟି ସଂଗଠନ […]
Read More Text.