ଟ୍ରାକ୍ଟର-ବାଇକ ମୁହାଁମୁହିଁ, ୨ ମୃତ, ଜଣେ ଆହତ
ବାଲୁଗାଁ : ଟ୍ରାକ୍ଟର ବାଇକ ମୁହାଁମୁହିଁ ଧକ୍କା । ଦୁଇ ମୃତ, ଜଣେ ଆହତ । ବାଇକରେ ତିନିଜଣ କ୍ରିକେଟ ଖେଳିବାକୁ ପ୍ରତାପ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରାକ୍ଟର ସହିତ ଧକ୍କା ହୋଇଥିଲା । ଫଳରେ ବାଇକରେ ଥିବା ତିନି ଜଣ ଆରୋହୀ ରାସ୍ତା ଉପରେ ଛିଟିକି ପଡ଼ିଥିଲେ । ଦୁର୍ଘଟଣା ଘଟିଛି ବାଣପୁର ଥାନା ଅନ୍ତର୍ଗତ କୋଷରଡ଼ା ନିକଟସ୍ଥ ବନବାସପୁର ଗ୍ରାମ ନିକଟରେ । ଖବର ପାଇ ଦୁର୍ଘଟଣା ସ୍ଥଳରେ ବାଣପୁର ପୋଲିସ ପହଞ୍ଚି ତିନି ଜଣଙ୍କୁ […]
Read More Text.