ଶିଶିର ମୁନ୍ଦୁୟା ହେଲେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ
ବାରିପଦା : ମୟୁରଭଞ୍ଜ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଏବଂ ଲୋକ ସମ୍ପର୍କ ଅଧିକାରୀ ଭାବେ ଶିଶିର କୁମାର ମୁନ୍ଦୁୟା ଦାୟିତ୍ଵ ନେଇଛନ୍ତି। ଏହାସହ ବାରିପଦା ଉପଖଣ୍ଡର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦାୟିତ୍ଵ ତୁଲାଇବେ। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି। ଦାୟିତ୍ଵ ନେବା ପରେ 2024 ବ୍ଯାଚ୍ ର ଓଡ଼ିଶା ସୂଚନା ସେବା (ଓଆଇଏସ୍) ଅଧିକାରୀ ଶ୍ରୀ ମୁନ୍ଦୁୟା […]
Read More Text.