ଡାହାଣୀ ସନ୍ଦେହରେ ନିର୍ଯାତନା ଓ ନିବାରଣ ସମ୍ପର୍କିତ ଜିଲ୍ଲାସ୍ତରୀୟ କର୍ମଶାଳା
ବାରିପଦା : ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ପ୍ରଶାସନ ଅଓନୁକୁଲ୍ୟରେ ମଙ୍ଗଳବାର ଜିଲ୍ଲାସ୍ତରୀୟ ଡାହାଣୀ ସନ୍ଦେହରେ ନିର୍ୟ୍ୟାତନା ଓ ନିବାରଣ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ଓ ଏହି କାର୍ୟ୍ୟକ୍ରମରେ ମୟୂରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ହେମକାନ୍ତ ସଏ ଅଧକ୍ଷତା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନେତ୍ରାନନ୍ଦ ମଲ୍ଲିକ , ଶ୍ରୀଯୁକ୍ତ ଦୁଃଖବନ୍ଧୁ ନାଏକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ନିହାରିକା ମହାନ୍ତି , ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ଅନୁପମଓ ବୁରୁଡ଼ା […]
Read More Text.