Image 2025 12 05t151933.086

ସୁରଟରୁ ନନ୍ଦନକାନନକୁ ଆସିଲେ ନୂଆ ଅତିଥି

ଭୁବନେଶ୍ବର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦକାନନକୁ ନୂଆ ଅତିଥିଙ୍କୁ ଅଣାଯାଇଛି । ସୁରଟର ଶ୍ୟାମପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନରୁ ଆସିଲେ ଜୀବଜନ୍ତୁ । ଅଦଳବଦଳ ପ୍ରକ୍ରିୟାରେ ଆସିଲେ ୫ ଓଧ, ୨ ଧୂସର ଗଧିଆ, ୧୦ ବିରଳ କଇଁଛ, ୨ ଫିଜାଣ୍ଟ ପକ୍ଷୀ ଆସିଛନ୍ତି । ପ୍ରତିବଦଳରେ ଶ୍ୟାମପ୍ରସାଦ ମୁଖାର୍ଜୀ ଉଦ୍ୟାନକୁ ନନ୍ଦନକାନନ ତରଫରୁ ଦିଆଗଲା ୧୪ ଜୀବଜନ୍ତୁ । ସେଥିମଧ୍ୟରେ ରହିଛନ୍ତି ୨ଟି […]

Read More Text.
Mohan majhi 1 1

ମହିଳା ହିଂସା ରୋକିବା ଦିଗରେ ସରକାର ଯତ୍ନବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିର ରହିଲେ, ରାଜ୍ୟ ଶାନ୍ତିପ୍ରିୟ ହେଲେ ରାଜ୍ୟବାସୀ ସୁଖରେ ଜୀବନଯାପନ କରିବେ । ସାମଗ୍ରିକ ଭାବେ ଆଇନ୍ ଶୃଙ୍ଖଳା ନିୟନ୍ତ୍ରଣରେ ଥିବାରୁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବ୍ୟକ୍ତିଗତ ଭାବେ ପୋଲିସ ପ୍ରଶାସନକୁ ନିର୍ଭୀକ, ନିରପେକ୍ଷ ଏବଂ ଆଇନ ମଧ୍ୟରେ ରହି ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୌଣସି ରାଜନୈତିକ ଚାପର ବଶବର୍ତ୍ତୀ ନହୋଇ ଅପରାଧୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ […]

Read More Text.
Mlas e1764861566683 300x171

ଗାନ୍ଧିଜୀଙ୍କୁ ନେଇ ବିଜେପି ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ: ଗାନ୍ଧିଜୀଙ୍କ ପ୍ରତମୂର୍ତ୍ତୀ ତଳେ ଧାରଣା ଦେଲେ ବିରୋଧୀ

ଭୁବନେଶ୍ୱର : ଗାନ୍ଧିଜୀଙ୍କ ଉପରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ବିଧାନସଭାରେ ଝଡ଼ ।  ଗୃହରେ ପ୍ରଥମେ ହଙ୍ଗାମା, ପରେ ବିଧାନସଭା ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତମୂର୍ତ୍ତୀ ତଳେ ଧାରଣା ।  ମୌନ ଧାରଣ ଦେଇଥିଲେ ବିଜେଡି ଓ କଂଗ୍ରେସ ବିଧାୟକ। ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଓ ଶାସକ ଦଳର ବିଧାୟକମାନେ ଧାରଣା ସ୍ଥଳକୁ ଆସି ବିରୋଧୀଙ୍କୁ ବୁଝାଇଥିଲେ […]

Read More Text.
Img 20251204 wa0170

ଜାତୀୟ ଡାକ କର୍ମଚାରୀ ସଂଘ, ମୟୂରଭଞ୍ଜ ଶାଖାର ଦ୍ଵିବାର୍ଷିକ ସମ୍ମିଳନୀ 

ବାରିପଦା :ଜାତୀୟ ଡାକ କର୍ମଚାରୀ ସଂଘ,  ମୟୂରଭଞ୍ଜ ଶାଖାର ୨୨ତମ ଦ୍ୱିବାର୍ଷିକ ସମ୍ମିଳନୀ ସହ ଖୋଲା ଅଧିବେଶନ  ସଂଘର ସଭାପତି ସେକ ଅବଦୁଲ ମୁସ୍ତାକିନଙ୍କ ପୌରୋହିତ୍ୟରେ ସ୍ଥାନୀୟ ସୀତାକୁଣ୍ଡ ନେଚରସ କଟେଜଠାରେ  ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଅବସରପ୍ରାପ୍ତ ଉପ ଡାକପାଳ ସୂର୍ୟlନନ୍ଦ୍ ସୋରେନଙ୍କୁ ସଂଘ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା I ଏହି ଖୋଲା ଅଧିବେଶନରେ ଯୋଗଦେଇ ପୁରୀ ଡାକ ମଣ୍ଡଳର ବିନୟ କୁମାର ସ୍ବାଇଁ ଏବଂ ଭୁବନେଶ୍ବର ଡାକ ମଣ୍ଡଳର ବକ୍ସିଜଗବନ୍ଧୁ ପାତ୍ର ଡାକ […]

Read More Text.
Img 20251203 wa0142

ଆସନ୍ତା ୧୩ ଓ ୧୪ ତାରିଖରେ ମହାରାଜା ସେଭେନସ ରଗବୀ ଟୁର୍ଣ୍ଣାମେଣ୍ଟ 

ବାରିପଦା : ମୟୁରଭଞ୍ଜ ଫାଉଣ୍ଡେସନ, ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଉଦ୍ୟମରେ ବାରିପଦା ଷ୍ଟାଡିୟମ ପଡିଆରେ ପ୍ରଥମଥର ପାଇଁ ମହାରାଜା ସେଭେନସ ରଗବୀ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବବୋଲି ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀର ପ୍ରତିଷ୍ଠାତା ଦିବ୍ୟରଞ୍ଜନ ଦାସ ଜଣାଇଛନ୍ତି I ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସ୍ମୃତିରେ ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ଦିଲ୍ଲୀ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ତାମିଲନାଡୁ, ଝାଡ଼ଖଣ୍ଡ, […]

Read More Text.
Img 20251204 wa0177

ସଦ୍‌ଭାବନା ସମିତିର ମାସିକ ସନ୍ଥ ଦିବସ ପାଳିତ

ବାରିପଦା: ଭଗବାନ ସବୁ କାମ ନିଜେ କରନ୍ତିନି । କିଛି କାମ ତାଙ୍କ ପ୍ରିୟଜନଙ୍କ ଦ୍ୱାରା କରାଇ ନିଅନ୍ତି । ପ୍ରଶ୍ନ ଆସେ ତାଙ୍କ ପ୍ରିୟଜନଙ୍କ ଭିତରେ ମୁଁ ଗଣା କି ନୁହେଁ । ପ୍ରକୃତରେ ମୁଁ ଆଇରନ୍ ମେନ୍ ନା ସାଇରନ୍ ମେନ୍ ପ୍ରଶ୍ନ ଉପରେ ସଦ୍‌ଭାବନା ସମିତିର ୫୮୮ତମ ମାସିକ ସନ୍ଥ ଦିବସ ସ୍ଥାନୀୟ ଗୋପବନ୍ଧୁ ଭବନ ଠାରେ ସଦସ୍ୟ ସନ୍ଦୀପ କୁମାର ଚାନ୍ଦଙ୍କ ପୌରହିତ୍ୟରେ ପବିତ୍ର ପୂର୍ଣ୍ଣମୀ ତିଥିରେ ପାଳିତ ହୋଇଯାଇଛି । […]

Read More Text.
Img 20251204 wa0161

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୫ ଆୟୋଜନ ସମ୍ପର୍କିତ ପ୍ରସ୍ତୁତି ବୈଠକ 

ବାରିପଦା: ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସ୍ୱାନ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୫ ଆୟୋଜନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ବୈଠକ ପ୍ରାରମ୍ଭରେ ଜିଲ୍ଲା ମତ୍ସ୍ୟ ସମ୍ପଦ ଅଧିକାରୀ ଶ୍ରୀ ମାନସ ରଞ୍ଜନ ସାହୁ ଉପସ୍ଥିତ ଅନ୍ୟ ଅଧିକାରୀଙ୍କୁ ସ୍ୱାଗତ କରିବା ସହ ମେଳା ସମ୍ବନ୍ଧରେ ସବିଶେଷ ସୂଚନା ଦେଇଥିଲେ । ବୈଠକର ନିଷ୍ପତି ଅନୁଯାୟୀ ଚଳିତ ଡିସେମ୍ବର ମାସ ୧୯ […]

Read More Text.
Img 20251204 wa0140

ରାସଗୋବିନ୍ଦପୁର ବିମାନବନ୍ଦର ଜମି ଅଧିଗ୍ରହଣ ସମ୍ପର୍କିତ ବୈଠକ

ବାରିପଦା: ଐତିହାସିକ ରାସଗୋବିନ୍ଦପୁର ବିମାନବନ୍ଦର ପ୍ରକଳ୍ପକୁ ଅବିଳମ୍ବେ ଶେଷ କରିବା ପାଇଁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏଯାବତ୍ ଏନେଇ ଥିବା ଜମିଜମା ହସ୍ତାନ୍ତର ମାମଲାକୁ ଅନୁଧ୍ୟାନ ପାଇଁ ବେସାମରିକ ବିମାନ ଚଳାଚଳ ଉପଦେଷ୍ଟା ସୁରେଶ ଚନ୍ଦ୍ର ହୋତା, ଜମି ଅଧିଗ୍ରହଣ ଅଧିକାରୀ ଉମାକାନ୍ତ ବାରିକକୁ ନେଇ ଗଠିତ ବିଶେଷଜ୍ଞ କମିଟି ଆଜି ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ଜିଲ୍ଲା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଉକ୍ତ ପ୍ରକଳ୍ପ […]

Read More Text.
Img 20251203 wa0154

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ – ୨୦୨୫ “ସମ୍ଭବ” ପାଳିତ 

ବାରିପଦା : ମୁର୍ଗାବାଡି ସ୍ଥିତ ବାରିପଦା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଓ ସ୍ବେଛାସେବୀ ସଂଗଠନ ସାଧନାର ମିଳିତ ସହଯୋଗରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ – ୨୦୨୫ “ସମ୍ଭବ” ପାଳିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ଦିବ୍ୟାଙ୍ଗ ବ୍ୟକ୍ତି ଓ ଛାତ୍ରଛାତ୍ରୀଙ୍କ ମିଳୁଥିବା ସରକାରୀ ସୁବିଧା ସୁଯୋଗ ଉପରେ ଆଲୋକପାତ କରିଥିଲେ I ଉଦଯାପନୀ ଉତ୍ସବରେ […]

Read More Text.
Img 20251203 wa0143

 ଦାଵୀ ପୂରଣ ନହେଲେ ଆନ୍ଦୋଳନ ତୀବ୍ରତର ହେବ: ଓମସା

ବାରିପଦା: ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ୍( ଓମସା)  ତରଫରୁ  ୧୩ ଦଫା ଦାବି ନେଇ ୧୮ ସେପ୍ଟେମ୍ବର , ୨୦୨୪ ରୁ ମୁଖ୍ୟମନ୍ତ୍ରୀ,,ସ୍ବାସ୍ଥ୍ଯମନ୍ତ୍ରୀ,ସ୍ଵାସ୍ଥ୍ୟ ସଚିବଙ୍କୁ ଦାବି ପ୍ରଦାନ ଏବଂ ବହୁବାର ଆଲୋଚନା  ସତ୍ବେ ଆଜିଯାଏଁ ସେମାନଙ୍କ ନିର୍ଯ୍ଯ ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି ।ଖାଲି ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ।ଇତି ମଧ୍ୟରେ ୫ ଥର ରୁ ଅଧିକତର ସ୍ବାସ୍ଥ୍ୟ ମନ୍ତ୍ରୀ ଏବଂ ସଚିବଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ସରକାର ଅଣଦେଖା କରୁଛନ୍ତି  ।ତେଣୁ ଓମସା ରାଜ୍ୟ […]

Read More Text.