ରାଷ୍ଟ୍ରପତିଙ୍କ ଗସ୍ତ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ
ତ୍ରୁଟିଶୂନ୍ୟ ପରିଚାଳନାକୁ ଗୁରୁତ୍ୱ ବାରିପଦା: ଆସନ୍ତା ଫେବ୍ରୁଆରୀ ୪ ରୁ ୬ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ମୟୁରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାକୁ ନେଇ ଜିଲ୍ଲାପାଳ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାର ସହିତ ସମ୍ପାଦନ କରିବାକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଏହାସହ ବର୍ତ୍ତମାନର ସ୍ଥିତିକୁ ନେଇ ଜିଲ୍ଲାପାଳ ସମୀକ୍ଷା କରିଥିଲେ। […]
Read More Text.