ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଯାପିତ
ଉତ୍ତରସାହି ଛଉ ରାଜ୍ୟ ସ୍ତରକୁ ମନୋନୀତ ବାରିପଦା: ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ତଥା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ବିଭାଗର ମିଳିତ ଉଦ୍ୟମରେ ଜିଲ୍ଲା ସ୍ତରୀୟ ଯୁବୋତ୍ସବ ଉଦଯାପିତ ହୋଇଯାଇଛି I ସ୍ଥାନୀୟ ସହିଦ ସ୍ମୃତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ ଲୋକନୃତ୍ୟରେ ଉତ୍ତରସାହି ଛଉ, ଲୋକଗୀତରେ ଗୁରୁଶିଷ୍ୟ ଦଳ, ବିଜ୍ଞାନ ମେଳାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ, କବିତା ଲିଖନରେ […]
Read More Text.