ବାରିପଦାରେ ଜିଲ୍ଲାସ୍ତରୀୟ ଯୁବୋତ୍ସବ
ବାରିପଦା: ଜିଲ୍ଲା କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଆଜି ବାରିପଦାସ୍ଥିତ ଶହୀଦ ସ୍ମୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଯୁବୋତ୍ସବ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା, ସମ୍ମାନିତ ଅତିଥି ଭାବେ ବାରିପଦା ପୌରପାଳିକାର ନଗରପାଳ ଶ୍ରୀ କୃଷ୍ଣାନନ୍ଦ ମହାନ୍ତି, ପୂର୍ବତନ ବିଧାୟକ ଶ୍ରୀ କାନ୍ଦ୍ରା ସୋରେନ, ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା,ଜିଲ୍ଲା […]
Read More Text.