କୁନି କୁନି ପିଲାଙ୍କ ଖେଳକୁଦ ପ୍ରତିଯୋଗିତା
ବାରିପଦା : ସ୍ଥାନୀୟ ପୋଲିସ ପଡିଆରେ ୭୭ ତମ ସାଧାରଣତନ୍ତ୍ର ଦିବସ ଅବସରରେ ମା କିଚକେଶ୍ବରୀ ଭଲିବଲ ଏକାଡେମୀ ଆନୁକୂଲ୍ୟରେ ୧ମ ରୁ ୫ମ ଶ୍ରେଣୀର କୁନିକୁନି ପିଲାଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ପୋଲିସ ଆର ଆଇ ଆଲୋକ କୁମାର କାନୁନଗୋ କାର୍ଯ୍ୟକ୍ରମର ଉଦଘାଟନ କରିବା ସହ କୁନିକୁନି ପିଲାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ମୟୁରଭଞ୍ଜ ଏଥଲେଟିକ […]
Read More Text.