‘ଦୁର୍ଗମ ଅଞ୍ଚଳର ଶିକ୍ଷାର୍ଥୀମାନଙ୍କୁ ଉଚ୍ଚ ଶିକ୍ଷାର ସୁଯୋଗ ଦେବ ଆଞ୍ଚଳିକ କେନ୍ଦ୍ର ଓ କୌଶଳ କେନ୍ଦ୍ର ’
ବାରିପଦା : ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର କୁଳପତି ପ୍ରଫେସର ଉମା କାଞ୍ଜିଲାଲ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଗତକାଲି କୁଳପତି ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ କୌଶଳ କେନ୍ଦ୍ର, ରାଇରଙ୍ଗପୁରକୁ ଆଧିକାରିକ ପରିଦର୍ଶନ କରିଥିଲେ। କୁଳପତିଙ୍କ ଦ୍ୱାରା ଏହି ପରିଦର୍ଶନ ଓ ଆଲୋଚନା ଏହି ଅଞ୍ଚଳରେ ମୁକ୍ତ ଓ ଦୂରଶିକ୍ଷା […]
Read More Text.