ତ୍ରିରଙ୍ଗା କ୍ଲବର ମକର ମହୋତ୍ସବର ପ୍ରଥମ ସନ୍ଧ୍ୟାରେ ୭୦ ପ୍ରତିଯୋଗୀ ପୁରସ୍କୃତ
ବାରିପଦା ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୱାର୍ଡ ନଂ ୧୫ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର ଠାରେ ତ୍ରିରଙ୍ଗା କ୍ଲବର ବାର୍ଷିକ ଉତ୍ସବ ଅବସରରେ ଆୟୋଜିତ ୬ ଦିନିଆ ମକର ମହୋତ୍ସବ – ୨୦୨୬ ର ୧ମ ତିନିଦିନ ଧରି ଦୌଡ଼, ଡିସ୍କସ ଓ ସଟପୁଟ ଥ୍ରୋ, ମା ମାଉସୀଙ୍କ ଶଙ୍ଖ ଫୁଙ୍କା, ମ୍ୟୁଜିକ ଚେୟାର ସମେତ କୁନିକୁନି ପିଲାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ୪ର୍ଥ ଦିନ ସନ୍ଧ୍ୟାରେ ଆକର୍ଷଣୀୟ ନୃତ୍ୟଗୀତ କାର୍ଯ୍ୟକ୍ରମ ସହିତ […]
Read More Text.