ବିଶ୍ଵବିଦ୍ୟାଳୟ ସ୍ନାତକୋତ୍ତର ଓଡ଼ିଆ ବିଭାଗର ପଞ୍ଚଦିବସୀୟ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
ବାରିପଦା: ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ସ୍ନାତକୋତ୍ତର ଓଡ଼ିଆ ଦ୍ଵାରା ପିଏମ୍ ଉଷା ଆନୁକୁଲ୍ୟରେ ‘ଓଡ଼ିଆ ଭାଷା ଓ ସାହିତ୍ୟ ଗବେଷଣା ପଦ୍ଧତିର ପ୍ରୟୋଗବିଧି’ ବିଷୟରେ ଆୟୋଜିତ ପଞ୍ଚଦିବସୀୟ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉଦଯାପନୀ ସଭାରେ ସାହିତ୍ୟିକା ତଥା ଗବେଷିକା ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ସ୍ଥାନୀୟ ମହନୀୟତାକୁ କିପରି ଗବେଷଣା ମାଧ୍ୟମରେ ବିଶ୍ଵଦରବାରରେ ପହଞ୍ଚାଯାଇ […]
Read More Text.