ସର୍ପାଘାତରେ ଏକା ଦିନେ ଗଲା ୬ ଜୀବନ
ଭୁବନେଶ୍ୱର: ବର୍ଷା ଦିନେ ସାପ ଆତଙ୍କ। ଘାତକ ହେଉଛି ସର୍ପାଘାତ। ଦିନକରେ ରାଜ୍ୟରେ ସାପ କାମୁଡାରେ ୬ ଜଣଙ୍କର ଗଲା ଜୀବନ। ସୁନ୍ଦରଗଡ଼ରେ ୨ଟି ପରିବାରର ୪ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଜଳେଶ୍ୱର ଏବଂ ଚାନ୍ଦବାଲିରେ ମଧ୍ୟ ସର୍ପାଘାତରେ ୨ ନାବାଳିକାଙ୍କର ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ ଲାଠିକଟା ଥାନା ଅନ୍ତର୍ଗତ ହାତୀଓଡ଼ା ଗାଁରେ ଅଭାବନୀୟ ଘଟଣା ଘଟିଛି । ସାପ କାମୁଡିବା ପରେ ଭାଇ-ଭଉଣୀ ଦୁଇ ଜଣ ଅଚେତ ହୋଇ ପଡିଥିଲେ । ପରିବାର ଲୋକ […]
Read More Text.