ସୀମା ପାର୍ ଆତଙ୍କବାଦୀଙ୍କୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ
ନୂଆଦିଲ୍ଲୀ : ସୀମା ପାର୍ ଆତଙ୍କବାଦୀଙ୍କ କାର୍ଯ୍ୟକୁ ଦେଇ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଏବେବି ଅପରେସନ ସିନ୍ଦୂର ଜାରି ରହିଛି ।ଭବିଷ୍ୟତରେ କୌଣସି ଅପରାଧ ଘଟାଇଲେ ଦୃଢ଼ତାର ସହ ଏହାର ଜବାବ ଦିଆଯିବ। ଜାତୀୟସ୍ତରର ସମସ୍ତ ଷ୍ଟେକ୍ ହୋଲଡରଙ୍କ ସକ୍ରିୟ ଭୂମିକାକୁ ମୁଁ ସ୍ବୀକାର କରୁଛି। ସିଏପିଏଫ୍, ଗୁଇନ୍ଦା ସଂସ୍ଥା, ନାଗରିକ ସଂସ୍ଥା, ରାଜ୍ୟ ପ୍ରଶାସନ ଏଥିରେ ଅନ୍ତର୍ଭୁକ୍ତ ରହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଅପରେସନ ସିନ୍ଦୂରରେ […]
Read More Text.