ଘାଟିରୁ ଖସିଲା ବସ୍: ୫ମୃତ
ଉତ୍ତରାଖଣ୍ଡ: ଆଜି ସକାଳୁ ଉତ୍ତରାଖଣ୍ଡରେ ଏକ ବଡ ଦୁର୍ଘଟଣା ଘଟିଛି । ତେହରି ଜିଲାରେ ଏକ ବସ୍ ୭୦ଫୁଟ ତଳ ଗଭୀର ଘାଟିକୁ ଖସିପଡିଛି । ବସରେ ପ୍ରାୟ ୩୦-୩୫ଜଣ ଯାତ୍ରୀ ରହିଥିଲେ । ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏସଡିଆରଏଫ ଏବଂ ସ୍ଥାନୀୟ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ସୂଚନା ଅନୁସାରେ ତେହରି ଜିଲା ନରେନ୍ଦ୍ରନଗରର କୁଞ୍ଜପୁରୀ-ହିନ୍ଦୋଲାଖଲ ନିକଟରେ ବସ ଘାଟିକୁ ଖସିପଡିଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା […]
Read More Text.