ଗୁଣି ସନ୍ଦେହରେ ହତ୍ୟା, ୩ ଗିରଫ
ରାଇକିଆ : କନ୍ଧମାଳ ଟିକାବାଲି ଥାନା ଚୂନାପଡ଼ା ଜଙ୍ଗଲରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିବା ଘଟଣା । ମାମଲାର ତଦନ୍ତ କରି ୩ ଅଭଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଖଜୁରୀପଡ଼ା ଥାନା ଖଲିବେର୍ଣ୍ଣାର ପ୍ରକାଶ ହଂସ, ମୁକେଶ ହଂସ ଓ ଟିକାବାଲି ଥାନା ନାଗିରିଗୁଡାରିର ଜିତେନ୍ଦ୍ର ଗୁରୁ। ଅଭିଯୁକ୍ତ ମାନଙ୍କୁ ଘଟଣାସ୍ଥଳକୁ ନେଇ କ୍ରାଇମସିନ ରିକ୍ରିଏସନ କରିଛି ପୋଲିସ । ସୂଚନା ଅନୁସାରେ ଗତ ୭ ମାସ ତଳେ ଅଭିଯୁକ୍ତ ପ୍ରକାଶ ହଂସଙ୍କ […]
Read More Text.