ଶୀତ ଲହରୀ ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନର ଜରୁରୀ ବୈଠକ
ବାରିପଦା : ମୟୂରଭଞ୍ଜ ଜିଲ୍ଲାରେ କିଛି ଦିନ ହେଲା ଶୀତର ପ୍ରକୋପ ବୃଦ୍ଧି ହୋଇଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ସୟ୍ ଅଧ୍ୟକ୍ଷତା କରି ଜିଲ୍ଲାର ବର୍ତ୍ତମାନ ସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ଏହି ବୈଠକରେ ସମସ୍ତ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ବିଡିଓ, ତହସିଲଦାର, ସହରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ, ଅଗ୍ନିଶମ ସେବା […]
Read More Text.