୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ମାଓଦମନ
ଭୁବନେଶ୍ବର: ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୁଲିସର ବଡ ପଦକ୍ଷେପ । କନ୍ଧମାଳରେ ପୁଲିସ ମହାନିର୍ଦ୍ଦେଶକ ବଡ ସମୀକ୍ଷା କରି କହିଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନିର୍ଦ୍ଦେଶ ରହିଛି । ଡିଜିପି କହିଛନ୍ତି ଯେ ଅସ୍ତ୍ର ଛାଡି ମୁଖ୍ୟ ରାସ୍ତାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ଆହ୍ୱାନ ରହିଛି । ମାଓବାଦୀଙ୍କୁ ଆତ୍ମସମର୍ପଣ କରିବା ପାଇଁ ସ୍ୱତନ୍ତ୍ର ପଲିସି କରାଯାଇଛି । […]
Read More Text.