ଦିଲ୍ଲୀରେ H1N1ର ଆତଙ୍କ, ଆଡଭାଇଜରି ଜାରି କଲା ସ୍ବାସ୍ଥ୍ୟ ବିଭାଗ
ନୂଆଦିଲ୍ଲୀ: ଦିଲ୍ଲୀରେ H1N1 (ସ୍ୱାଇନ୍ ଫ୍ଲୁ) ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଚଳିତ ବର୍ଷ ଦିଲ୍ଲୀରେ ଏଯାଏଁ ୧,୭୭୭ଟି H1N1 ମାମଲା ରିପୋର୍ଟ ହୋଇଛି । ମୋଟ ଇନ୍ଫ୍ଲୁଏଞ୍ଜା-A ମାମଲା ମଧ୍ୟ ୨,୩୦୦ରୁ ଅଧିକ ରହିଛି । ବଢୁଥିବା ଏହି ମାମଲାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ ଲୋକଙ୍କୁ ସତର୍କ ରହିବାକୁ ଆଡଭାଇଜରି ଜାରି କରିଛି । ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ, H1N1ର ସାଧାରଣ […]
Read More Text.