ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୬୫ ହିତାଧିକାରୀ ଚିହ୍ନଟ
ବନ୍ତ/ଆଗରପଡ଼ା:ବନ୍ତ ବ୍ଲକ ପଳସଗଢିଆସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୫ଗୋଟି ବିଭାଗରେ ମୋଟ ୨୬୫ ଜଣଙ୍କୁ ଚିହ୍ନଟ କରାଯାଇଥିଲା । ସେଥିମଧ୍ୟରେ ଶାରୀରିକ ଭିନ୍ନକ୍ଷମରେ ୯୭, ଦୃଷ୍ଟି ବାଧିତ ଭିନ୍ନକ୍ଷମରେ ୩୩, ଶ୍ରବଣ ବାଧିତ ମୂକ ବଧିରରେ ୪୩, ମସ୍ତିଷ୍କ ପକ୍ଷାଘାତ ବିଭାଗରେ ୬୨ ଏବଂ ଶୂନରୁ ୧୪ ବର୍ଷ ବୟସ ସମସ୍ତ ପ୍ରକାର ଭିନ୍ନକ୍ଷମ ବିଭାଗରେ ୩୦ ଜଣ ହିତାଧିକାରୀଙ୍କୁ ଚିହ୍ନଟ […]
Read More Text.