ଗଡ଼ିଲା ପାଣି ପଞ୍ଚାୟତ ସଚେତନତା ରଥ
ବାରିପଦା : ଚାଷୀ ମାନଙ୍କୁ ସଂଗଠିତ କରି ପାଣି ପଂଚାୟତ ମାଧ୍ୟମରେ ଜଳ ପରିଚାଳନା, ଭାଗିଦାରୀ ଜଳସେଚନ ପରିଚାଳନା ଓ ତୃଣ ମୂଳ ସ୍ତରରେ ସମାନତା ପ୍ରଦାନକୁ ସୁନିଶ୍ଚିତ କରିବାର ଗୁରୁତ୍ୱକୁ ସ୍ୱୀକାର କରାଯାଇ ଚାଷୀ ମାନଙ୍କୁ ସଚେତନ କରିବା ପାଇଁ ପ୍ରତିବର୍ଷ ଓଡିଶା ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ସାରା ରାଜ୍ୟରେ ପାଣି ପଂଚାୟତ ପକ୍ଷ ପାଳନ ହୋଇ ଆସୁଛି।ଚଳିତ ବର୍ଷ ଜାନୁଆରୀ ମାସ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପର୍ଯ୍ୟନ୍ତ ପାଣି […]
Read More Text.