Img 20251117 wa0139

ସରିଲା ସଂସ୍କାର ଶିଶୁ ମହୋତ୍ସବ, ଉଦଯାପନୀ ଉତ୍ସବରେ ଝୁମିଲେ କୁନି କୁନି ପିଲା 

ବାରିପଦା: ଆମେ ମୟୂରଭଞ୍ଜିଆ ଓ ବାରିପଦା ପୌର ପରିଷଦ ଆନୁକୂଲ୍ୟରେ ଚାଲି ଥିବା ଚାରି ଦିନିଆ ସଂସ୍କାର ଶିଶୁ ମହୋତ୍ସବ ମୟୂରୀ ଉଦ ଯାପିତ ହୋଇ ଯାଇଛି l ବାରିପଦା ଶିଶୁ ଉଦ୍ୟାନ, ପୌରପରିଷଦ ଅତିଥି ଶାଳା, କଲ୍ୟାଣ ମଣ୍ଡପ ଏବଂ ଶହୀଦ ସ୍ମୃତି ଭବନ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ରାସ୍ତାରେ ଚାରୋଟି ମଞ୍ଚରେ ଏହି ମହୋତ୍ସବ ର ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପ୍ରଥମ ଦିନରୁ ଶେଷ ପର୍ଯ୍ୟନ୍ତ ପ୍ରତିଦିନ ସକାଳେ ପ୍ରାର୍ଥନାମଞ୍ଚ […]

Read More Text.
Img 20251118 wa0227

ଜାତୀୟ ନାଟ୍ୟ ମହୋତ୍ସବ ଉଦଯାପିତ

ଶେଷ ସନ୍ଧ୍ୟାରେ ଦର୍ଶକଙ୍କୁ ବିମୋହିତ କଲା  ନାଟକ “ଚିଠି” ବାରିପଦା: ସ୍ଥାନୀୟ ସହିଦ ସ୍ମୃତି ଭବନରେ ଓମ ନାଟ୍ୟ ସଂସ୍ଥାର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବ ଉଦଯାପିତ ହୋଇଯାଇଛି I  ଶେଷ ସନ୍ଧ୍ୟାରେ ଓମ ନାଟ୍ୟ ସଂସ୍ଥା ପ୍ରଯୋଜିତ ଓଡ଼ିଆ ନାଟକ “ଚିଠି” ମଞ୍ଚସ୍ଥ ହୋଇଯାଇଛି I ପ୍ରଦୀପ ଭୋଳଙ୍କ ମୂଳ ରଚନାକୁ ନାଟ୍ୟ ରୂପାନ୍ତର କରିଥିବା ଡଃ କୃଷ୍ଣଚନ୍ଦ୍ର ଦାସ ଏବଂ ଧୀର ବଶାଙ୍କ ନିର୍ଦ୍ଦେଶିତ ନାଟକରେ ଧୀର ବଶା, […]

Read More Text.
Kabadi

ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କବାଡି ଚମ୍ପିୟାନସିପରେ ଭାଗ ନେବେ  ପିସିପୂର ସ୍କୁଲର ଦୁଇ ଛାତ୍ର

ବାରିପଦା: ସୁନ୍ଦରଗଡ଼ ଜିଲ୍ଲାର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବଣାଇ ଠାରେ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କବାଡି ଚମ୍ପିୟାନସିପ ଅନୁଷ୍ଠିତ ହେବାକୁ ଯାଉଅଛି I ଚଳିତ ମାସ ୨୦ ରୁ  ୨୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏହି ଚମ୍ପିୟାନସିପରେ ୧୪ ବର୍ଷରୁ କମ ମୟୁରଭଞ୍ଜ ଦଳରେ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଗାଜ ଟୁଡୁ ( ୭ମ ଶ୍ରେଣୀ ) ଓ ନିମାଇଁ ମୁର୍ମୁ ( ୮ମ ଶ୍ରେଣୀ )ସ୍ଥାନ ପାଇଛନ୍ତି I […]

Read More Text.
Img 20251118 wa0214

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବ୍ୟବସାୟ ପ୍ରଶାସନ ବିଭାଗର ବ୍ୟକ୍ତିଗତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ବ୍ୟବସାୟ ପ୍ରଶାସନ ବିଭାଗ ଦ୍ଵାରା ଆୟୋଜିତ ଏକ ପଞ୍ଚ ଦିବସୀୟ ବ୍ୟକ୍ତିଗତ ପ୍ରଶିକ୍ଷଣ କାର୍ଯକ୍ରମ ଉଦ୍‌ଘାଟିତ ହୋଇଯାଇଛି । “ବ୍ୟବସାୟ ପରିଚାଳନା ଦକ୍ଷତା” ଶୀର୍ଷକ ଏହି ବ୍ୟକ୍ତିଗତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବକୁ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ମୁଖ୍ୟ ପୃଷ୍ଣପୋଷକ ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ନିଜ ବକ୍ତବ୍ୟରେ ଆଜିର ଗତିଶୀଳ ଯୁଗରେ ବ୍ୟବସାୟ ପ୍ରଶାସନରେ କେବଳ ଶ୍ରେଣୀଶିକ୍ଷା ନୁହେଁ ବରଂ […]

Read More Text.
Anmol bishnoi 2025 11 18 20 06 43

୧୯ରେ ଭାରତ ଅଣାଯିବ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ଣୋଇ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏବଂ ଏନସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟାର ମୁଖ୍ୟ ଅଭିଯୁକ୍ତ ବୋଲି ବିବେଚିତ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ ବୁଧବାର (୧୯ ନଭେମ୍ବର, ୨୦୨୫) ଭାରତ ଅଣାଯିବ। ଦିଲ୍ଲୀ ପୁଲିସର ବରିଷ୍ଠ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ ଆମେରିକା ସରକାର ତାକୁ ପ୍ରତ୍ୟାର୍ପିତ କରିବା ପରେ ସକାଳ ୧୦ ଟାରେ ଦିଲ୍ଲୀର ଆଇଜିଆଇ ବିମାନବନ୍ଦରକୁ ଅଣାଯିବ। ଅଧିକାରୀଙ୍କ ଅନୁଯାୟୀ, ସୁରକ୍ଷା, କାଗଜପତ୍ର ଏବଂ ଆଇନଗତ ପ୍ରକ୍ରିୟା […]

Read More Text.
Images (2)

ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଫାର୍ମାସିରେ ଉପଲବ୍ଧ ହେବନି କଫ ସିରପ

ନୂଆଦିଲ୍ଲୀ:ମଧ୍ୟପ୍ରଦେଶରେ କଫ ସିରପ ଯୋଗୁ ଅନେକ ପିଲାଙ୍କ ମୃତ୍ୟୁର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଥିଲା। ଏପରି ଘଟଣାକୁ ରୋକିବା ପାଇଁ, ସରକାର କହିଛନ୍ତି ଯେ, ଖୁବ୍ ଶୀଘ୍ର ଏକ ନୂତନ ନିୟମ ପ୍ରଣୟନ କରିବେ। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଫାର୍ମାସିରେ କଫ ସିରପ ଉପଲବ୍ଧ ହେବ ନାହିଁ। ଏହା ସୁରକ୍ଷା ବୃଦ୍ଧି କରିବ, କିନ୍ତୁ ଲୋକଙ୍କ ପକେଟ ଉପରେ ବୋଝ ମଧ୍ୟ ବଢ଼ାଇବ। କଫ ସିରପ ଯେତେ ଶସ୍ତା […]

Read More Text.
Cm 2

୨୦୨୭ ସୁଦ୍ଧା ସବୁ ଗାଁକୁ ରାସ୍ତା, ବିଦ୍ୟୁତ, ପାନୀୟଜଳ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ ଉତ୍ତରଦାୟୀ। ସେଥିପାଇଁ ଆପଣମାନେ ଲୋକଙ୍କ ସହିତ ମିଶନ୍ତୁ, ସାଧାରଣ ଲୋକଟିର କଥା ଧୈର୍ଯ୍ୟର ସହ ଶୁଣନ୍ତୁ ଓ ତାଙ୍କ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରନ୍ତୁ, ଏହା ହିଁ ହେଉଛି ସୁଶାସନର ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ […]

Read More Text.
Ambulance

ଜଳିଗଲା ଆମ୍ବୁଲାନ୍ସ , ୩ ମୃତ

ଗୁଜରାଟ : ଗୁଜରାଟ ଅରବଲ୍ଲୀ ଜିଲ୍ଲାରେ ରୋଗୀଙ୍କୁ ନେଇ ଯାଉଥିବା ବେଳେ ଜଳିଗଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ଜୀବନ ଚାଲିଯାଇଛି । ଏହାଛଡା ଅନେକ ଲୋକ ଆହତ ହୋଇଛନ୍ତି । ଖବର ମୁତାବକ, ମୋଡାସାର ରାଣାସାୟଦ ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଘଟଣାରେ ଆମ୍ବୁଲାନ୍ସରେ ଥିବା ଡାକ୍ତର, ନର୍ସ, ଶିଶୁର ବାପା ଏବଂ ନବଜାତ ଶିଶୁଟି ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାଯାଇଛି । ସର୍ଟ ସର୍କିଟ ହେବା ଯୋଗୁଁ ନିଆଁ […]

Read More Text.
Plane crash

କଙ୍ଗୋ ବିମାନବନ୍ଦରରେ ରନୱେରେ ଅବତରଣ ବେଳେ ବିମାନରେ ଲାଗିଲା ନିଆଁ

କଙ୍ଗୋ : କଙ୍ଗୋ ବିମାନବନ୍ଦରର ଏକ ଭିଡିଓ ବର୍ତ୍ତମାନ ଖୁବ୍ ଜୋରରେ ଭାଇରଲ ହେଉଛି । ରନୱେରେ ଅବତରଣ କରିବା ସମୟରେ ବିମାନରେ ଅଗ୍ନିକାଣ୍ଡ ଘଟିଛି ।  ଯାହା ଭାଇରଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି । ଏଥିରେ କଙ୍ଗୋର ଜଣେ ସରକାରୀ ମନ୍ତ୍ରୀଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, କୋଲୱେଜିର ରନୱେ ୨୯ରେ ଅବତରଣ କରିବା ସମୟରେ  ବିମାନର ପଛ ଭାଗରେ ନିଆଁ ଲାଗିଯାଇଥିଲା । ଏହି ଦୁର୍ଘଟଣା ସମୟରେ ଦେଶର ଖଣି ମନ୍ତ୍ରୀ […]

Read More Text.
Iran ends visa entry

ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କଲା ଇରାନ

ଇରାନ : ଇରାନ ଯିବାକୁ ପ୍ଲାନ ଅଛି କି ? ଏଣିକି ଇରାନ ଗଲେ ଦରକାର ପଡ଼ିବ ଭିସା । କାହିଁକି ନା ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କରିଛି ଇରାନ । ୨୨ ନଭେମ୍ବର ୨୦୨୫ଠାରୁ ଏହା ଲାଗୁ ହେବ । ଚାକିରି ନାଁରେ ଇରାନକୁ ନେଇ ଭାରତୀୟଙ୍କୁ କିଡନାପିଂ କରାଯାଉଥିବା ଅଭିଯୋଗ ପରେ ଏଭଳି ନିଷ୍ପତ୍ତି ନେଇଛି ଇରାନ । ପୂର୍ବରୁ ଭାରତର ବୈଦେଶିକ ମନ୍ତ୍ରାଳୟ ମଧ୍ୟ ଏନେଇ ସତର୍କ କରାଇଥିଲା । […]

Read More Text.