ତାଳଚେରରେ ବଢ଼ୁଛି ପ୍ରଦୂଷଣ, ସ୍ବତନ୍ତ୍ର ଗାଇଡ଼ ଲାଇନ ପ୍ରସ୍ତୁତ କଲେ ଜିଲ୍ଲାପାଳ
ତାଳଚେର: ବାୟୁ ପ୍ରଦୂଷଣକୁ ନେଇ ସାରା ଦେଶ ଚିନ୍ତାରେ ଥିବାବେଳେ ଏବେ ଆସିଛି ଆଉ ଏକ ବଡ଼ ଖବର । ୩୩୨ ଏକ୍ୟୁଆଇ ସହ ରାଜ୍ୟର ସବୁଠାରୁ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି ତାଳଚେର । ଦିନକୁ ଦିନ ତାଳଚେର ଅଞ୍ଚଳରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା ନେଇ ଅନୁଗୁଳ ଜିଲ୍ଲାପାଳଙ୍କ ପକ୍ଷରୁ ତାଳଚେର ସହର ପାଇଁ ଏକ ସ୍ବତନ୍ତ୍ର ଗାଇଡ଼ ଲାଇନ ପ୍ରସ୍ତୁତ କରିଥିବା ଜଣା ପଡ଼ିଛି । ଯେଉଁଥିରେ ତାଳଚେର ପୌରପାଳିକାର ନିର୍ମାଣ […]
Read More Text.