ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ୨ ଗୁରୁତର
କେନ୍ଦ୍ରାପଡା : ପାରିବାରିକ କଳହର କରୁଣ ପରିଣତି । ସଂଘବଦ୍ଧ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଓ ଦୁଇ ଗୁରୁତର । ଗୁରୁତରମାନେ କେନ୍ଦ୍ରାପଡା ମେଡିକାଲରେ ଭର୍ତ୍ତି ଅଛନ୍ତି । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ନରିଲୋ ଗାଁରେ ଅଘଟଣ l ଦାଦାର ଶାବଳ ମାଡରେ ଘରର ଏକମାତ୍ର ପୁଅ ଉପେନ୍ଦ୍ର ଓଝାର ମୃତ l ଅନ୍ୟ ଦୁଇଜଣ ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଅଛନ୍ତି l ଜମିବାଡି ବିବାଦରୁ ଏହି ମଡର ଘଟିଥିବା ଜଣାପଡିଛି l ସଂଘବଦ୍ଧ ଆକ୍ରମଣରେ ମୃତ୍ୟୁ […]
Read More Text.