ପଥ ଉତ୍ସବ ଆରମ୍ଭ, ଶୀତୁଆ ସକାଳର ମଜା ନେଲେ ରାଜଧାନୀବାସୀ
ଭୁବନେଶ୍ବର: ଶୀତୁଆ ସକାଳରେ ଆରମ୍ଭ ହୋଇଛି ପଥ ଉତ୍ସବ । ଆଜି ସକାଳ ୬ଟାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପଥ ଉତ୍ସବ ଆରମ୍ଭ ହୋଇଛି । ମାଷ୍ଟର୍ କ୍ୟାଣ୍ଟିନ ଛକ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ରାସ୍ତା ଉପରେ ନାଚଗୀତ ହେଉଛି । ଓଡ଼ିଶୀ ଓ ମଡନ୍ ଡ୍ୟାନ୍ସରେ ମତୁଆଲା ଦର୍ଶକ । ରଙ୍ଗୋଲିରେ ଝଲସୁଛି ଜନପଥ । ଜୁମ୍ବା ଏବଂ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଅଣାଯିବାକୁ ଏହା ଏକ ପ୍ରୟାସ । ଯୋଗ, ସ୍କେଟିଂ, […]
Read More Text.