ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ବାହାରିଲା ସୁନାର ଧନୁ
ରାଉରକେଲା: ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଭେଟି ଦେବା ଉଦ୍ଦେଶ୍ୟରେ ରାଉରକେଲା ସହରରୁ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା ବିଶିଷ୍ଟ ସ୍ୱର୍ଣ୍ଣ ଧନୁଷ ଆଜି ବିଧିବଦ୍ଧ ଭାବରେ ଅଯୋଧ୍ୟା ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ପ୍ରାୟ ୧ କେଜି ସୁନାରେ ନିର୍ମାଣ ହୋଇଛି ଏହି ଧନୁ । କେବଳ ଯେ ୧ କେଜି […]
Read More Text.