ସ୍ବିଜରଲ୍ୟାଣ୍ଡ ବାର୍ ବିସ୍ଫୋରଣରେ ୪୦ ମୃତ
ନୂଆଦିଲ୍ଲୀ: ମନେ ପକାଇଦେଲା ଗୋଆ ନାଇଟ୍ କ୍ଲବ୍ ବିସ୍ଫୋରଣ। ନୂଆ ବର୍ଷ ପାଳନ କରିବା ହେଲା କାଳ। ସ୍ୱିଜରଲ୍ୟାଣ୍ଡରେ ନୂଆବର୍ଷ ପାଳନ କରୁଥିବା ବେଳେ ଏକ ବାର୍ରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣଟି ଏକ ବାରରେ ହୋଇଥିବା ବେଳେ ଭିତରେ ଥିବା ୧୦୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା ସାମ୍ନାକୁ ଆସିଛି। ସ୍ୱିଜରଲ୍ୟାଣ୍ଡ ପୁଲିସ କହିଛି ଯେ, ଏହି ବିସ୍ଫୋରଣ ସ୍ୱିଜରଲ୍ୟାଣ୍ଡର କ୍ରାନ୍ସ ମୋଣ୍ଟାନା ସହରରେ […]
Read More Text.