ଟାଟା ପାୱାର ବିରୋଧରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
କଟକ : ଟାଟା ପାୱାର ବିରୋଧରେ ହାଇକୋର୍ଟରେ ରୁଜ୍ଜୁ ହେଲା ଜନସ୍ୱାର୍ଥ ମାମଲା । ସ୍ମାର୍ଟ ମିଟର ଏବଂ ଅତିରିକ୍ତ ସୁରକ୍ଷା ଜମାକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଛି ଏହି ଜନସ୍ୱାର୍ଥ ମମାଲା । ଏହାର ତୁରନ୍ତ ପ୍ରତ୍ୟାହାର କରିବାକୁ ଆବେଦନରେ ପ୍ରାର୍ଥନା କରାଯାଇଛି । ଆବଦେନରେ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ ଆଇନ ଏବଂ ଓଡିଶା ବିଦ୍ୟୁତ ନିର୍ଦେଶାବଳୀ ର ଉଲ୍ଲଙ୍ଘନ ଅଭିଯୋଗ କରି ଭଏସ ଅଫ କଟକ ପକ୍ଷରୁ ହାଇକୋର୍ଟରେ ଏହି ମାମଲା ଦାୟର […]
Read More Text.