ହାଇକୋର୍ଟରେ ହାଜର ହେଲେ ବ୍ରହ୍ମପୁର ଏସପି, ଆସନ୍ତାକାଲି ଶୁଣାଣୀ
ବ୍ରହ୍ମପୁର : ହାଇକୋର୍ଟ ଗଲେ ବ୍ରହ୍ମପୁର ଏସପି । ବ୍ୟକ୍ତିଗତ ଭାବେ ହାଜର ହେବେ ସର୍ବଣା ବିବେକ ଏମ । ୭ ତାରିଖରେ ଦେଇଥିବା ଉତ୍ତରରେ ସନ୍ତୁଷ୍ଟ ନ ହୋଇ ଆଜି ସୁଦ୍ଧା ବ୍ୟକ୍ତିଗତ ଭାବେ ହାଜର ହୋଇ ଆଫିଡେଭିଟ ମାଧ୍ୟମରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଏନେଇ ଆଜି ସତ୍ୟପାଠ ଜରିଆରେ ଜବାବ ଦାଖଲ କରିବେ ବ୍ରହ୍ମପୁର ଏସପି ସର୍ବଣା ବିବେକ ଏମ । ଅକ୍ଟୋବର ୨୨ରେ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗଣମାଧ୍ୟମ […]
Read More Text.