ଶିଶୁ ବିବାହ ନିରୋଧ ସମ୍ପର୍କିତ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ
ଶିଶୁ ବିବାହ ନିରୋଧ ପାଇଁ ସମନ୍ୱିତ ପଦକ୍ଷେପ ଉପରେ ଗୁରୁତ୍ୱ ବାରିପଦା: ଜିଲ୍ଲାରେ ଶିଶୁ ବିବାହ ନିରୋଧ ତଥା ଏହାର ସମ୍ପୂର୍ଣ୍ଣ ନିରାକରଣ ପାଇଁ ବିଭିନ୍ନ ବିଭାଗ ଓ ସମ୍ପୃକ୍ତ ସଂସ୍ଥାଗୁଡ଼ିକ ମଧ୍ୟରେ ସମନ୍ୱୟକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିଶୁ ବିବାହ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ, ବିଭାଗୀୟ ସମନ୍ୱୟ ଓ […]
Read More Text.