Border patrol agent takes handcuffs off men caught illegally crossing into the u.s. from mexico near mcallen, texas, u.s.

ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ: ଗୁଜରାଟରୁ ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ। ଗୁଜରାଟ ଏଟିଏସ ଓ କେନ୍ଦ୍ରୀୟ ଏଜେନସୀର ମିଳିତ ଅଭିଯାନରେ ତିନି ଜଣଙ୍କୁ ଗିରଉ କରାଯାଇଛି । ଏହି ତିନି ଆତଙ୍କବାଦୀ ଇସଲାମିକ ଷ୍ଟେଟ ଅଫ ଖୋରାସାନ ପ୍ରୋଭିଏନସର ଆତଙ୍କବାଦୀଙ୍କ ସଂପର୍କରେ ଥିବା ସୂଚନା ଦେଇଛି ଗୁଜରାଟ ଏଟିଏସ । ଏମାନେ ଅହମଦାବାଦ, ଲକ୍ଷ୍ନୌ ଓ ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ । ଗୁଇନ୍ଦା ସୂଚନା ମିଳିବା ପରେ ପ୍ରାୟ ଏକ ବର୍ଷ ତଳୁ ଏମାନଙ୍କ […]

Read More Text.
Earthquake 2

ଜାପାନରେ ଭୂମିକମ୍ପ ଝଟକା, ତୀବ୍ରତା ୬.୮

ଜାପାନ : ଭାରତର ଆଣ୍ଡାମାନ ନିକୋବର ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା । ୬.୮ର ତୀବ୍ରତାରେ ଥରିଉଠିଲା ସାନରିକୁ ଅଞ୍ଚଳ । ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ଇୱାଟେ ପ୍ରଦେଶ ପାଇଁ ସୁନାମୀ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କ୍ଷୟକ୍ଷତି ନେଇ କୌଣସି ସୂଚନା ନାହିଁ । ଭୂକମ୍ପର ଝଟକା ଅନୁଭୂତ ପରେ ଭୟରେ ଲୋକେ ଘରୁ ବାହାରକୁ ବାହାରି ଆସିଥିଲେ । ଇୱାଟେ ପ୍ରଦେଶର ୟାମାଡା ଠାରୁ ପ୍ରାୟ […]

Read More Text.
Helicopter

ରୁଷିଆରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ, ୨ ଆହତ

ରୁଷିଆ : ରୁଷିଆର ଦାଗେସ୍ତାନରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୫ ଜଣଙ୍କ ଜୀବନ ଚାଲିଯାଇଛି । ଏହି ଘଟଣା ଅଚି ସୁ ଗାଁ ନିକଟ କାସ୍ପିଆନ ସାଗରରେ ହୋଇଛି । ହେଲିକପ୍ଟର ଅନିୟନ୍ତ୍ରିତ ହୋଇ ତଳେ ମାଡ଼ ହୋଇ ପୁଣି ଉଠିବା ପରେ ଦୁର୍ଘଟଣାର ଶିକାର ହୋଇଛି । ମୃତକଙ୍କ ମଧ୍ୟରେ ଇଲେକ୍ଟ୍ରୋ ମେକାନିକାଲ ପ୍ଲାଣ୍ଟର ୪ ଜଣ କର୍ମଚାରୀ ସାମିଲ ରହିଛନ୍ତି । କମ୍ପାନୀ ପକ୍ଷରୁ ଗତକାଲି ଏହି ଦୁଃଖଦ ଘଟଣା ବିଷୟରେ […]

Read More Text.
Crime

ସମଲିଙ୍ଗୀ ସମ୍ପର୍କ ପାଇଁ ପୁଅର ଜୀବନ ନେଲା ମା

ଚେନ୍ନାଇ: ସମଲିଙ୍ଗୀ ସମ୍ପର୍କ ପାଇଁ ଉଜୁଡ଼ିଲା ସଂସାର । ସମ୍ପର୍କରେ କଣ୍ଟା ସାଜୁଥିଲା ପୁଅ । ୫ ମାସର ପୁଅକୁ ରାସ୍ତାରୁ ହଟାଇଲା ମା’ । ମହିଳା ସାଥୀ ପାଇଁ ମା’ ଭୁଲିଗଲା ମମତା । ସ୍ବାମୀ ସୁରେଶ କାମକୁ ଗଲା ପରେ ମହିଳା ସାଥିକୁ ଭେଟୁଥିଲେ ସୁରେଶଙ୍କ ସ୍ତ୍ରୀ ଭାରତୀ । ଦୁଇ ଜଣ ମହିଳାଙ୍କ ଭିତରେ ଏମିତି ସମ୍ପର୍କ ଗଢ଼ି ଉଠିଥିଲା ଯେ ଗୋଟେ ନିରୀହ ଛୁଆର ଜୀବନ ନେବାକୁ ପଛାଇଲେନି । ମୋବାଇଲରେ […]

Read More Text.
Tej pratap

ତେଜ ପ୍ରତାପଙ୍କୁ Y+ କ୍ୟାଟେଗୋରୀ ସୁରକ୍ଷା ଦେଲା ଗୃହ ମନ୍ତ୍ରଣାଳୟ

ବିହାର : ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଜନଶକ୍ତି ଜନତା ଦଳର ପ୍ରମୁଖ ତେଜ ପ୍ରତାପ ଯାଦବଙ୍କୁ କେନ୍ଦ୍ର ସରକାର ୱାଇ ପ୍ଲସ କ୍ୟାଟେଗୋରୀ ସୁରକ୍ଷା ଦେଇଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଆଦେଶ ପରେ ସିଆରପିଏଫ ଜେତ ପ୍ରତାପ ଯାଦବଙ୍କ ସୁରକ୍ଷା ବଢାଇଦେଇଛନ୍ତି । ସୁରକ୍ଷା ଏଜେନ୍ସୀ ନିକଟରେ ଗୃହ ମନ୍ତ୍ରଣାଳୟରକୁ ତେଜ ପ୍ରତାପ ଯାଦବ ସୁରକ୍ଷାକୁ ନେଇ ରିପୋର୍ଟ ଦେଇଛନ୍ତି । ଏହାପରେ ହିଁ ତେଜପ୍ରତାନଙ୍କୁ ୱାଇ ପ୍ଲସ ସୁରକ୍ଷା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି […]

Read More Text.
Delhi air pollution

ବିଷ ବଳୟରେ ଛଟପଟ ଦିଲ୍ଲୀବାସୀ

ନୂଆଦିଲ୍ଲୀ : ବିଷବଳୟ ପାଲଟିଛି ଦିଲ୍ଲୀ । ପୁଣିଥରେ ବିଷାକ୍ତ ବାୟୁ ବଳୟରେ ଛଟପଟ ହେଉଛନ୍ତି ଦିଲ୍ଲୀବାସୀ । ବାୟୁର ମାନ ଶନିବାର ସାଂଘାତିକ ରୂପ ନେବା ପରେ ଅଧିକ କଟକଣା ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି । ସହରର ବିଭିନ୍ନ ସ୍ଥାନରେ ଏକ୍ୟୁଆଇ ୪୦୦ ଟପିଛି । ଅଲୀପୁରରେ ୪୧୭, ଆଇଟିଓରେ ୪୦୮, ନେହରୁ ନଗରରେ ୪୦୭, ପଟପଡଗଂଜରେ ୪୦୩ ଏବଂ ପଞ୍ଜାବ ବାଗରେ ୪୦୪ ରହିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ […]

Read More Text.
Cm 2

୧୩ରେ ବାଲେଶ୍ଵର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ଵର : ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ ଅନୁଷ୍ଠିତ ହେବ। ନୀଳଗିରି ପରେ ଭୋଗରାଇ ଏବଂ ବାଲେଶ୍ଵର ସହରରେ ଗଣଦୌଡ ଆୟୋଜିତ ହେବ। ଏ ନେଇ ସାଂସଦ ପ୍ରତାପ ଷଡଙ୍ଗୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

Read More Text.
Accident 1

ସଡ଼କ ଦୁର୍ଘଟଣାରେ ୨ ମୃତ

ପୋଲସରା :ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଟୋଇକୁ ଧକ୍କା ଦେଲା ବାଇକ, ଦୁଇ ମୃତ । ମୃତକ ମିଟୁ ପରିଡା ଓ କାଶୀନାଥ ସେଠୀ ବୋଲି ଜଣାପଡିଛି । ରାଣୀପଡାର ମିଟୁ ପରିଡା ମଞ୍ଚ ନାଟକ ସାରି ବାଇକରେ ଫେରୁଥିବାବେଳେ ଦୁର୍ଘଟଣା ଘଟିଥିଲା । ଏବଂ କାଶୀନାଥ ମର୍ଣ୍ଣିଂ ୱାକ୍ କରୁଥିବାବେଳେ ଧକ୍କା ଦେଇଥିଲା ବାଇକ । ଖବର ପାଇ କବିସୂର୍ଯ୍ୟନଗର ଥାନା ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଅଧିକ […]

Read More Text.
Nuapada election

ସରିଲା ପ୍ରଚାର, ଦିନକ ପରେ ନୂଆପଡ଼ାବାସୀ ବାଛିବେ ନିଜ ନୂଆ ବିଧାୟକ

ନୂଆପଡ଼ା : ସରିଲା ନୂଆପଡ଼ା ଉପନିର୍ବାଚନର ପ୍ରଚାର। ଦିନକ ପରେ ଭୋଟ୍ ଦେବେ ନୂଆପଡ଼ାବାସୀ । ବାଛିବେ ନିଜର ନୂଆ ବିଧାୟକ । ଏହି ଉପନିର୍ବାଚନରେ ତିନି ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଘମାଘୋଟ ପ୍ରଚାର ହୋଇଥିଲା । ଗୋଟିଏ ଉପନିର୍ବାଚନରେ ଏପରି ପ୍ରଚାର ଓ ପ୍ରତିଯୋଗିତା ଗତ ୧୦ ବର୍ଷ ମଧ୍ୟରେ ଦେଖିବାକୁ ମିଳିନି କହିଲେ ଭୁଲ ହେବ ନାହିଁ। ଅକ୍ଟୋବର ୬ରେ ନିର୍ବାଚନ ତାରିଖ ଘୋଷଣା ହେଲା। ନୂଆପଡ଼ାର ବିକାଶ କଥା କହି, ବିଜେପି ପାଇଁ […]

Read More Text.
Dfasdad

ଟ୍ରଲରରୁ ୩୦ କୁଇଣ୍ଟାଲ ମାଛ ଜବତ, ୯ ମତ୍ସ୍ୟଜୀବୀ ଗିରଫ

କେନ୍ଦ୍ରାପଡ଼ା: ସାମୁଦ୍ରିକ ଅଭୟାରଣ୍ୟ ଗହିରମଥାରୁ ବେଆଇନ ମାଛ ଧରୁଥିବା ବେଳେ ଟ୍ରଲର ଜବତ କରାଯିବା ସହ ୯ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ବନ ବିଭାଗ । ଅଭୟାରଣ୍ୟର ୧୦ କିଲୋମିଟର ଦୂରରେ ଥିବା ଡେଜ୍ ନାମକ ଏକ ଟ୍ରଲରକୁ ଜବତ କରାଯାଇଛି । ସେଥିରେ ଥିବା ଫିସ୍ ଫାଇଣ୍ଡର, ଭିଏଚଏଫ ଓ ୩୦ କୁଇଣ୍ଟାଲ ମାଛକୁ ଜବତ କରିଛି ବନ ବିଭାଗ । ଅଭୟାରଣ୍ୟରେ ବନ ବନ ବିଭାଗର ପାଟ୍ରୋଲିଂ ଟିମ୍ ହାତରେ ଧରା ପଡ଼ିଥିଲା ଟ୍ରଲର […]

Read More Text.