ରାଜ୍ୟ ସରକାରଙ୍କ ବଡ଼ ଯୋଜନା, ୬୪୫ କିଲୋମିଟରର ଦୀର୍ଘ ୩ଟି ରିଙ୍ଗ୍ ରୋଡ୍ ହେବ ନିର୍ମାଣ
ଭୁବନେଶ୍ଵର: ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ ବିକଶିତ କରିବା ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଛନ୍ତି। ବୈଠକରୁ ଜଣାଯାଇଛି ଯେ, ଏହି ଇକୋନୋମିକ୍ ରିଜିଅନରେ ୩ଟି ରିଙ୍ଗ୍ ରୋଡ୍ ନିର୍ମାଣ କରାଯିବ। ଏଥିରେ କ୍ୟାପିଟାଲ ରିଙ୍ଗ୍ […]
Read More Text.