ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ଜଙ୍ଗଲ ସଫାକୁ ବିରୋଧ କରି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ
ବାରିପଦା: ଚଳିତ ଡିସେମ୍ବର 17 ତାରିଖ ଦିନ ସମଗ୍ର ମୟୂରଭଞ୍ଜ ବାସୀ ଏବଂ ଓଡିଆ ମାନଙ୍କ ପାଇଁ ଗର୍ବ ଓ ଗୌରବ ର ଦିନ ଥିଲା l ସେଦିନ ଥିଲା ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ଙ୍କ 155 ତମ ଜନ୍ମଦିବସ l ସେଭଳି ପବିତ୍ର ଦିନରେ କିଛି ପ୍ରଭାବଶାଳୀ ଲୋକଙ୍କୁ ସରକାରୀ ଜାଗା ବହୁମାତ୍ରାରେ ଯୋଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ବହୁ ସରକାରୀ ଜାଗା ଥିବା ସତ୍ତ୍ୱେ ବାରିପଦା […]
Read More Text.