Chahal

ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି

ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। କ’ଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ଘଟଣାସ୍ଥଳରୁ ଏକ ହାତଲେଖା କପିକୁ ପୁଲିସ ଜବତ କରିଛି। ଚହଲ ଆର୍ଥିକ କ୍ଷେତ୍ରରେ ଗୁରୁତର ଭାବେ କ୍ଷତି ସହିଥିବା ଉକ୍ତ […]

Read More Text.
Bangladesh 1

ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି

ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍‌ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍‌ଦାର। ସେ ବାଂଲାଦେଶ ନେସନାଲ ସିଟିଜନେ ପାର୍ଟି(ବିଏନସିପି)ର ଖୁଲନା ଡିଭିଜନାଲ ମୁଖ୍ୟ। ତାଙ୍କ ମୁଣ୍ଡରେ ଗୁଳି ବାଜିଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଖୁଲନା ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାଂଲାଦେଶର ସୋନାଦଙ୍ଗା ଅଞ୍ଚଳର ଶେକପଡ଼ା […]

Read More Text.
8 9 e1766417920956 300x167

ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ  ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। ​‌େ​‌ଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ପ୍ରତିରକ୍ଷା ଉତ୍ପାଦନ ବିଭାଗରେ ଡେପୁଟି ପ୍ଲାନିଂ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି। ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ, ରପ୍ତାନୀ ଏବଂ ଅନ୍ୟ କାରବାରରେ ସଂପୃକ୍ତ ଘରୋଇ ଓ ବିଦେଶୀ କମ୍ପାନୀ ନିକଟରୁ ଦୀପକ ନିୟମିତ ଭାବେ ଲାଞ୍ଚ ଗ୍ରହଣ କରି […]

Read More Text.
Bomb threat 4

KLM ଫ୍ଲାଇଟକୁ ବୋମା ଧମକ

ହାଇଦ୍ରାବାଦ :  ଆମଷ୍ଟରଡାମରୁ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସୁଥିବା KLM ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଧମକ ଆସିବା ପରେ ହଇଚଇ ସୃଷ୍ଟି କରିଛି । ବିଳମ୍ବିତ ରାତିରେ ମେଲ୍ ଆସିବା ପରେ ସୁରକ୍ଷା ଏଜେନ୍ସିଗୁଡିକୁ ସତର୍କ କରାଯାଇଛି । ସୂଚନାନୁଯାୟୀ, ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଆମଷ୍ଟରଡାମରୁ ଆସୁଥିବା KLM  ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ ମିଳିଥିଲା । ବିପଦ ସମ୍ପର୍କରେ ସୂଚନା ପାଇବା ମାତ୍ରେ ବିମାନବନ୍ଦରର କର୍ତ୍ତୁପକ୍ଷ […]

Read More Text.
Airindia

ମଝି ଆକାଶରେ ଇଞ୍ଜିନ୍ ଫେଲ୍, ଏମରଜେନ୍ସି ଲ୍ୟାଣ୍ଡିଂ କଲା ବିମାନ

ନୂଆଦିଲ୍ଲୀ : ମଝି ଆକାଶରେ ବିମାନର ଇଞ୍ଜିନ୍ ଫେଲ୍ । ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେବାରୁ ଜରୁରୀ ଅବତରଣ  ହୋଇଥିବା ସୂଚନା ମିଳିଛି ।ସୂଚନାନୁଯାୟୀ, ଏମରଜେନ୍ସି ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ । ଟେକଅପ କରିବାର କିଛି ସମୟ ପରେ ସୁରକ୍ଷିତ ଭାବେ ଜରୁରୀ ଅବତରଣ କରିଥିଲା । ଆଜି ସକାଳେ ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଯାଉଥିବା ସମୟରେ ବିମାନର ଗୋଟିଏ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଥିଲା […]

Read More Text.
Sekh hasina

ବାଂଲାଦେଶରେ ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ: ଶେଖ୍ ହସିନା

ବାଂଲାଦେଶ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବଡ଼ ବୟାନ । ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ। ୟୁନୁସ୍ ସରକାର ଅପରାଧୀଙ୍କୁ ପ୍ରଶ୍ରୟ ଦେଉଛନ୍ତି । ଉଗ୍ରବାଦୀଙ୍କୁ ଉତ୍ସାହିତ କରୁଥିବା ହସିନା ଅଭିଯୋଗ କରିଛନ୍ତି । ଯେଉଁମାନେ ମୋତେ ଦେଶ ଛାଡ଼ିବାକୁ ବାଧ୍ୟ କଲେ, ସେମାନେ ଏବେ କ୍ଷମତାରେ। ଭାରତ ଓ ବାଂଲାଦେଶର ସମ୍ପର୍କ ଚିରସ୍ଥାୟୀ, ଅନ୍ତରୀଣ ସରକାର ନୁହେଁ । ଏକ ସାକ୍ଷାତକାରରେ ହସିନା, ମହମ୍ମଦ ୟୁନୁସ୍ ସରକାରଙ୍କ ଉପରେ ବର୍ଷିଛନ୍ତି । ଭାରତ-ବିରୋଧୀ […]

Read More Text.
Indian army e1766416961957 300x159

ପୁଣି ଷଡ଼ଯନ୍ତ୍ର କରୁଛି ପାକିସ୍ତାନ, ସୀମା ଆରପାରିରେ ସକ୍ରିୟ ଆତଙ୍କୀ କ୍ୟାମ୍ପ

ନୂଆଦିଲ୍ଲୀ:  ବିଏସଏଫର ବଡ଼ ସୂଚନା ।  ସୀମା ଆରପାରିରେ ପୁଣି ସକ୍ରିୟ ଆତଙ୍କବାଦୀ କ୍ୟାମ୍ପ । ପାକିସ୍ତାନ ସୀମାରେ ଜୈସ-ଇ-ମହମ୍ମଦର ୯ଟି ନୂଆ ଆଡ୍ଡା ଥିବା ସୂଚନା ମିଳିଛି ।  ଅପରେସନ୍ ସିନ୍ଦୂର ପରେ ପୁଣି ଷଡ଼ଯନ୍ତ୍ର କରୁଛି ପାକିସ୍ତାନ ।  ଘଟଣା ପରେ ହାଇ-ଆଲର୍ଟରେ ଅଛି ଭାରତୀୟ ସେନା ।  ଅନୁପ୍ରବେଶ ରୋକିବାକୁ କଡ଼ା ପହରା ଦିଆଯାଉଛି ।  ପାକିସ୍ତାନ ସୀମା ଭିତରେ ଅତିକମରେ ଜୈସ-ଇ-ମହମ୍ମଦର ୯ ଆତଙ୍କବାଦୀ ଆଡ୍ଡା ବା  ଲଞ୍ଚ ପ୍ୟାଡ୍’ ପୁଣି […]

Read More Text.
Amithav thakur e1766416464208 300x177

ଜାନୁଆରୀ ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ

ଭୁବନେଶ୍ବର: ଜାନୁଆରୀ ପହିଲାରୁ ରାଜ୍ୟରେ ଯାନବାହନ ଯାଞ୍ଚ କଡ଼ାକଡ଼ି ହେବ। ଏ ନେଇ ସୋମବାର ସୂଚନା ଦେଇଛନ୍ତି ପରିବହନ ଆୟୁକ୍ତ ଅମିତାଭ ଠାକୁର। ସେ କହିଛନ୍ତି ଯେ, ଏମଭିଆଇ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତେ ସଡ଼କ ସୁରକ୍ଷା ନିୟମ ମାନନ୍ତୁ, ଦୁର୍ଘଟଣାକୁ ରୋକିହେବ। ସେ ଆହୁରି କହିଛନ୍ତି ଯେ, ସମସ୍ତ ପେଟ୍ରୋଲ ପମ୍ପ ମାଲିକ ଏବଂ ଡିଲରଙ୍କ ସହିତ ଆଲୋଚନା କରାଯାଇଛି। ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(ପିୟୁସିସି) ସମ୍ପର୍କରେ ପେଟ୍ରୋଲ ପମ୍ପଗୁଡ଼ିକର ଆଉଟଲେଟ୍‌ରେ ଲେଖିବାକୁ […]

Read More Text.
Images (5)

ଘରୋଇ ସ୍କୁଲ ପରିସରରେ ଆମ୍ବ ଗଛରୁ ପଡ଼ି ଚାଲିଗଲା ଛାତ୍ରଙ୍କ ଜୀବନ

ମୁନିଗୁଡ଼ା: ସ୍କୁଲ ପରିସରରେ ଥିବା ଏକ ଆମ୍ବ ଗଛରୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅନ୍ତଗର୍ତ ଏକ ଘରୋଇ ସ୍କୁଲରେ ଏହି ଅଭାବନୀୟ ଘଟଣା ଘଟିଛି। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ବିଷମକଟକର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୂଚନା ଅନୁସାରେ, ସମ୍ପୃକ୍ତ ଛାତ୍ରଙ୍କ ଗର ନବରଙ୍ଗପୁରରେ। ସେ ଉକ୍ତ ସ୍କୁଲରେ ୧୦ମ ଶ୍ରେଣୀରେ ପଢୁଥିଲେ। କ’ଣ ପାଇଁ ସେ ଆମ୍ବ ଗଛରେ […]

Read More Text.
Images (4)

ବ୍ରାହ୍ମଣୀରେ ବୁଡ଼ି ଯୁବକ-ଯୁବତୀ ମୃତ

ସୁନ୍ଦରଗଡ଼: ବ୍ରାହ୍ମଣୀ ନଦୀରେ ବୁଡ଼ି ଚାଲିଗଲା ଯୁବକଯୁବତୀଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବଣାଇ ଅଞ୍ଚଳରୁ ସାମ୍ନାକୁ ଆସିଛି। ସୋମବାର ଚାନ୍ଦିପୋଷ ଥାନା ବୀରତୋଳା ମନ୍ଦିର ନିକଟରୁ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକ ଦ୍ବୟ ରାଉରକେଲା ଅଞ୍ଚଳର ବୋଳି ସୂଚନା ମିଳିଛି। କେଉଁ ପରିସ୍ଥିତିରେ ସେମାନେ ପାଣିରେ ବୁଡ଼ି […]

Read More Text.