ପିଲାଙ୍କ ଦ୍ବାରା ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ୧୪ ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଦ୍ୱାରା ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲଗାଇବା ପାଇଁ ଆଗତ ଏକ ଜନସ୍ୱାର୍ଥ ମାମଲା (PIL)କୁ ସୁପ୍ରିମକୋର୍ଟ (Supreme Court) ଖାରଜ କରିଦେଇଛନ୍ତି। ସୋମବାର ଦିନ ଆବେଦନର ଶୁଣାଣି କରି କୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଏପରି ନିଷ୍ପତ୍ତି ନୀତିଗତ ମାମଲା, ଯାହା ସରକାରଙ୍କ ଅଧିକାର କ୍ଷେତ୍ର ମଧ୍ୟରେ, ନ୍ୟାୟପାଳିକାର ନୁହେଁ। ଶୁଣାଣି ସମୟରେ, ମୁଖ୍ୟ ବିଚାରପତି (CJI) ବି.ଆର. ଗଭାଇ ଆବେଦନକାରୀଙ୍କୁ ପଚାରିଥିଲେ, […]
Read More Text.