କେନିଆରେ ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ
ନୌରୋବୀ : କେନିଆର ପଶ୍ଚିମ ରିଫ୍ଟ ଭ୍ୟାଲିରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯାହା ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଯାହା ଫଳରେ ଏଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩୦ ଜଣ ନିଖୋଜ ରହିଛନ୍ତି । ଏଥିସହ ୧୦୦୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଏପରି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ସୂଚନାନୁଯାୟୀ, ଭୂସ୍ଖଳନ ଯୋଗୁଁ ଅନେକ କ୍ଷୟକ୍ଷତି ଘଟିଛି । ଅନେକ ଲୋକଙ୍କ ଜୀବନ […]
Read More Text.