Accident

ଓଲଟିଲା ପିକଅପ୍ ଭ୍ୟାନ୍, ଚାଲିଗଲା ୩ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି  । ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ସମୟରେ ଏପରି ଅଘଟଣ ଘଟିଥିବା ଜଣାପଡିଛି । ସୂଚନାନୁଯାୟୀ, ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ପିକଅପ୍ ଭ୍ୟାନ ମିଥାଲି ଗାଁ ନିକଟରେ ଓଲଟି ପଡିଥିଲା । ଫଳରେ ଦୁର୍ଘଟଣା ଘଟିଥିଲା । ଏହି […]

Read More Text.
Gst 2025 11 01 19 14 39

୩ ଦିନରେ ମିଳିବ ଜିଏସଟି ପଂଜୀକରଣ ମଂଜୁରୀ

ନୂଆଦିଲ୍ଲୀ : ଜିଏସଟି ହାରକୁ ସରଳ କରିବା ପରେ ଏବେ ସରକାର ଜିଏସଟି ପଂଜୀକରଣ ପ୍ରକ୍ରିୟାକୁ ସରଳ କରିଛନ୍ତି। ଆଜିଠାରୁ (November 1) ମାତ୍ର ତିନିଦିନରେ ଜିଏସଟି ପଂଜୀକରଣର ମଂଜୁରୀ ମିଳିପାରିବ । ସରକାରଙ୍କର ଏହି ସରଳ ଜିଏସଟି ପଂଜୀକରଣ ସ୍କିମ ଦ୍ବାରା ଛୋଟ ଓ ମଧ୍ୟମ ଧରଣର ବ୍ୟବସାୟୀମାନେ ଉପକୃତ ହେବେ । ଏ ନେଇ ଗତ ସପ୍ତାହରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଥିଲେ । ଏହି ନୂତନ ବ୍ୟବସ୍ଥା ଅନୁଯାୟୀ, ନୂତନ ଆବେଦନକାରୀମାନେ […]

Read More Text.
Rabri devi 2025 11 01 17 47 05

ତେଜପ୍ରତାପଙ୍କ ବିରୋଧରେ ପ୍ରଚାର କରିବିନି: ରାବ୍ରୀ ଦେବୀ

ବିହାର: ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ ଲାଲୁ ପରିବାରରୁ ବିତାଡ଼ିତ ନେତା ତଥା ନିଜ ବଡ଼ପୁଅ ତେଜପ୍ରତାପ ଯାଦବଙ୍କ ସମ୍ପର୍କରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ । ସେ କହିଛନ୍ତି ଯେ ତେଜପ୍ରତାପଙ୍କ ବିରୋଧରେ ପ୍ରଚାର କରିବେ ନାହିଁ ଓ ସେ ଜିତିବା ତାଙ୍କ ଇଚ୍ଛା । ରାବ୍ରୀ ଦେବୀ କହିଛନ୍ତି ଯେ ଯେତେବେଳେ ଗରିବ ଶାସନ କରେ, ଲୋକମାନେ ଏହାକୁ ଜଙ୍ଗଲରାଜ ବୋଲି କୁହନ୍ତି, କିନ୍ତୁ […]

Read More Text.
6699

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୪୪ ଟି ତହସିଲ୍‌ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର: ଲୋକସେବା ଭବନ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୪୪ ଟି ତହସିଲ୍ ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ରାଜସ୍ୱ ପ୍ରଶାସନକୁ ନାଗରିକଙ୍କ ପାଖରେ ସହଜରେ ପହଞ୍ଚାଇବା ଲକ୍ଷ୍ୟରେ, ଜମିଜମା ପଞ୍ଜୀକରଣ ଓ କିଣାବିକାକୁ ସହଜ କରିବା ଉଦ୍ଦେଶ୍ୟରେ ପ୍ରତ୍ୟେକ ତହସିଲରେ ଉପନିବନ୍ଧନ ବା ସବ୍‌-ରେଜିଷ୍ଟ୍ରେସନ୍‌ ଅଫିସ୍ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଏହି କ୍ରମରେ, ଆଜି ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲରେ ଉପନିବନ୍ଧନ ବା ସବ୍‌-ରେଜିଷ୍ଟ୍ରେସନ୍‌ […]

Read More Text.
Mkcg medical college berhampur 2

ଏମକେସିଜି ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ!

ବ୍ରହ୍ମପୁର: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। କଲେଜର ୫ ଜଣ ସିନିଅର ଛାତ୍ର ମିଶି ଜଣେ ଛାତ୍ରଙ୍କୁ ନିର୍ଯାତନା ଦେଇଥିବା ନେଇ ଆଣ୍ଟି ରାଗିଂ ସେଲରେ ଅଭିଯୋଗ କରାଯାଇଛି। ଅଭିଯୋଗକାରୀ ନିଜ ନାମ ଗୋପନ ରଖିଛନ୍ତି। ରାଗିଂ ଅଭିଯୋଗର ସତ୍ୟାସତ୍ୟ ଯାଞ୍ଚ କରାଯାଉ ବୋଲି ସେ ଦାବି କରିଛନ୍ତି। ଅନ୍ୟପଟେ ଏହି ବେନାମୀ ଅଭିଯୋଗକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏପରି ଘଟଣା […]

Read More Text.
Baliyatra cuttack 1536x864

ରାତି ୧୧ଟା ଯାଏ ବାଲିଯାତ୍ରାରେ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ: କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ଅନୁମତି ଦିଆଯାଉଥିଲା। ହେଲେ ଗତବର୍ଷ ଏହାକୁ ନେଇ କିଛି ବିବାଦ ଉପୁଜିଥିଲା। ଏପରି କି ପୁଲିସ ରାତି ୧୦ଟା ପରେ କଳାକାରଙ୍କୁ ମଞ୍ଚରୁ ଓହ୍ଲାଇ ଦେଇଥିଲା। ତେଣୁ ଚଳିତ ଥର ସମୟସୀମା […]

Read More Text.
Police station

ଯୁବତୀଙ୍କୁ ଗଣଦୁଷ୍କର୍ମ: ୨ ଅଭିଯୁକ୍ତ ଅଟକ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଉଲୁଣ୍ଡା ବ୍ଳକ ହିକୁଡିଠାରେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଆଜି ପୀଡ଼ିତା ଜଣକ ବୀର ମହାରାଜପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ହିକୁଡି ଗାଁର ଜଣେ ୨୦ ବର୍ଷୀୟ ଯୁବତୀ ଏକ ଘରୋଇ କମ୍ପାନିରୁ ଅଫିସ କାମ ସାରି ଘରକୁ ଫେରୁଥିଲେ। ଏତିକିବେଳେ ହିକୁଡି ଆଇଟିଆଇ କଲେଜ୍ ପାଖରେ ଥିବା ବନ୍ଧ ପାଖରେ ତିନି ଜଣ ମୁଖାପିନ୍ଧା ଯୁବକ […]

Read More Text.
F dqnxsw8aailpn

ଅଜଣା ବୃଦ୍ଧ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ : ବରଗଡ ଜିଲ୍ଲା ସଦର ଥାନା ସରସରା ପଞ୍ଚାୟତ ଗଞ୍ଜିହାଟିକରାରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘରୁ ଝୁଲନ୍ତା ଅବସ୍ଥାରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ୍ ପର୍ଯ୍ୟନ୍ତ ମିଳିପାରିନାହିଁ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ସେପଟେ ବରଗଡ ଅତାବିରା ଥାନା କୁମେଲସିଙ୍ଘା ଗାଁରେ ଏକ ବର ଗଛରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। […]

Read More Text.
Cmmmm

ରାଜ୍ୟର ପ୍ରଥମ ସେମି କଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।‌ ଇନଫୋଭ୍ୟାଲିରେ ସିକ୍‌ସେମ୍ ପ୍ରାଇଭେଟ୍ ଲିମିଟେଡର ସେମିକଣ୍ଡକ୍ଟର ଫାବ୍ରିକେସନ୍ ୟୁନିଟର ଭୂମିପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।‌ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସୂଚନା ପ୍ରସାରଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏବଂ ଭିଡ଼ିଓ କନଫରେନସିକ ଜରିଆରେ ଯୋଡି ହୋଇଥିଲେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ର କ୍ୟାବିନେଟ ଅଗଷ୍ଟ୧୨ ରେ ଓଡ଼ିଶା ପାଇଁ ୪୦୦୯ କୋଟି […]

Read More Text.
Bali ratha

ନଭେମ୍ବର ୧୨ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ୧୦ ଜିଲ୍ଲା ପରିକ୍ରମା କରିବ ବାଲିଯାତ୍ରା ସଚେତନତା ରଥ

 କଟକ : ଗଡ଼ିଲା ବାଲିଯାତ୍ରା ସଚେତନତା ରଥ ।  କଟକ ବାଲିଯାତ୍ରାର ତଳ ପଡିଆ ଠାରେ ଉଦଘାଟନ ହେଲା ସଚେତନତା ରଥ। ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଦେ ଏହି ସଚେତନତା ରଥକୁ ଉଦଘାଟନ କରିଛନ୍ତି ।  ଏହି ସଚେତନତା ରଥ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ୧୦ ଜିଲ୍ଲାରେ ପରିକ୍ରମା କରିବ ।  ଅତୀତ ବାଲିଯାତ୍ରାର ଐତିହ୍ୟ ସମ୍ପର୍କରେ ଲୋକଙ୍କୁ ସଚେତନ କରିବ ରଥ ।  ଏହାସହ ୧୦ଟି ଜିଲ୍ଲାରେ ଯାତ୍ରା ପାଇଁ ଲୋକଙ୍କୁ ଆମନ୍ତ୍ରଣ […]

Read More Text.