Elephant 2

ଟ୍ରାଙ୍କୁଲାଇଜ ପରେ ଅସୁସ୍ଥ ହାତୀର ଚିକିତ୍ସା ଆରମ୍ଭ

ଭୁବନେଶ୍ଵର: ଚନ୍ଦକା ଅଞ୍ଚଳରେ ଘୁରି ବୁଲୁଥିବା ଅସୁସ୍ଥ ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ କରାଯାଇଛି। ଶୁକ୍ରବାର ହାତୀକୁ ଟ୍ରାଙ୍କୁଲାଇଜ କରାଯିବା ପରେ ତା’ର ଚିକିତ୍ସା ଆରମ୍ଭ ହୋଇଛି। ହାତୀଟିର ବାମ ଗୋଡ଼ ଫୁଲିଛି। କ’ଣ ପାଇଁ ଗୋଡ଼ ଫୁଲିଛି ତାହା ଜାଣିବା ଲାଗି ଓୟୁଏଟି ଏବଂ ନନ୍ଦନକାନନ ଟିମ୍ ଦ୍ବାରା ଚିକିତ୍ସା ଆରମ୍ଭ କରାଯାଇଛି। ହାତୀଟିକୁ କେହି ଗୁଳିମାଡ଼ କରିଛନ୍ତି କି ତୀରମାଡ଼ ହୋଇଛି ଅଥବା ସଂକ୍ରମଣ ଯୋଗୁ ଗୋଡ଼ ଫୁଲିଛି ତାହାର ନିରୀକ୍ଷଣ କରାଯାଉଛି। ସୂଚନାଯୋଗ୍ୟ, ଏହି ଦନ୍ତାହାତୀ […]

Read More Text.
Delhi agent

ଇଡ଼ି ରେଡ୍: ଟ୍ରାଭେଲ ଏଜେଣ୍ଟଠାରୁ ୪ କୋଟିରୁ ଊର୍ଦ୍ଧ୍ବ ଟଙ୍କା, ୬ କେଜି ସୁନା ଜବତ

ନୂଆଦିଲ୍ଲୀ : ଇଡିକୁ ବଡ଼ ସଫଳତା । ଦିଲ୍ଲୀର ଟ୍ରାଭେଲ ଏଜେଣ୍ଟ ଠାରୁ ଜବତ ହେଲା ନଗଦ ୪ କୋଟି ୬୨ ଲକ୍ଷ ଟଙ୍କା । ଡଙ୍କି ରୁଟ୍ ଦ୍ବାରା ବେଆଇନ ଟଙ୍କା ଓ ସୁନା ତସ୍କରୀର ଯାଞ୍ଚ ବେଳେ ଇଡିକୁ ଏହି ସଫଳତା ମିଳିଛି । ନଗଦ ଟଙ୍କା ସହ ୩୧୩ କେଜି ରୂପା ଓ ୬ କେଜି ସୁନା ଜବତ କରାଯାଇଛି । ଏଥିସହ ବେଆଇନ କାରବାର ସଂପର୍କରେ ବହୁ ତଥ୍ୟ ବି ଇଡିର ହସ୍ତଗତ […]

Read More Text.
Dubai rain

ପ୍ରବଳ ବର୍ଷାରେ ବୁଡିଗଲା UAE, ରାସ୍ତା ଜଳମଗ୍ନ, ବିମାନ ଚଳାଚଳ ବାଧାପ୍ରାପ୍ତ

ଦୁବାଇ : ମରୁଭୂମିରେ ବନ୍ୟା । ବନ୍ଯାରେ ବୁଡିଗଲା UAE । ଆଜି ସକାଳୁ ଦୁବାଇ ଏବଂ ଆବୁଧାବି ଭଳି ପ୍ରମୁଖ ଅଞ୍ଚଳ ସମେତ UAE ର କିଛି ଅଂଶରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଘାଟ ଜଳମଗ୍ନ ହେବା ସହ ଯାତାୟତ ବାଧାପ୍ରାପ୍ତ ହୋଇଛି । ଏମିତିକି ଲୋକମାନଙ୍କୁ ଘରୁ ନବାହାରିବାକୁ ମଧ୍ଯ ପରାମର୍ଶ ଦିଆଯାଇଛି । ମଧ୍ୟ ପ୍ରାଚ୍ଯ ଅଞ୍ଚଳରେ ଅପେକ୍ଷାକୃତ କମ ବର୍ଷା ଦେଖିବାକୁ ମିଳେ କିନ୍ତୁ […]

Read More Text.
Winter 2

ସରିଲା ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ : ସରିଲା ସଂସଦର ଶୀତ ଅଧିବେଶନ । ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ସରିଲା ସଂସଦର ଶୀତକାଳୀନ ଅଧିବେଶନ । ୧୭ ତମ ଲୋକସଭାର ୬ଷ୍ଠ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ । ଗତକାଲିଠୁ ମନରେଗା ଯୋଜନାର ନାମ ବଦଳାଇ “ଭିବି-ଜି ରାମ ଜି” ପରିବର୍ତ୍ତନକୁ ବିରୋଧୀ ସାଂସଦ ବିରୋଧ କରି ଆସୁଛନ୍ତି । ବିଲ୍ ବିରୋଧରେ ବିରୋଧି ସଦସ୍ୟ ରାତିସାରା ଗୃହ ବାହାରେ ୧୨ ଘଣ୍ଟା ଧାରଣା ଦେଇଥିଲେ । […]

Read More Text.
Water tank

ପାଣି ଟାଙ୍କି ଭୁଶୁଡ଼ି, ୩ ଶ୍ରମିକ ମୃତ, ଅନେକ ଗୁରୁତର

ନାଗପୁର : ମହାରାଷ୍ଟ୍ର ନାଗପୁରରେ ବୁଟିବୋରି ଏମଆଇଡିସିରେ ଅୱାଡା କମ୍ପାନୀରେ ପାଣିଟାଙ୍କି ଭୁଶୁଡିବାରୁ ଅଘଟଣ । ଏଥିରେ ୩ ଜଣ ଶ୍ରମକଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଦବିଥିବା ଆଶଙ୍କା କରାଯାଉଛି । ଅୱାଡା କମ୍ପାନୀରେ ସୋଲାର ପ୍ୟାନେଲ ନିର୍ମାଣ କାମ ଚାଲୁ ରହିଥିବା ସମୟରେ ଏହି ଅଘଟଣ ଘଟିଥିଲା । ଘଟଣାରେ ୧୧ ଶ୍ରମିକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତମାନଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଏବଂ ଅଗ୍ନିଶମ ଟିମ୍ […]

Read More Text.
Bangaldesh v

ରଣକ୍ଷେତ୍ର ପାଲଟିଛି ବାଂଲାଦେଶ: ଜଣେ ମୃତ, ୪ ଆହତ, ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

ଢାକା : ରଣକ୍ଷେତ୍ର ପାଲଟିଛି ବାଂଲାଦେଶ । ବାଂଲାଦେଶରେ ପୁଣି ହିଂସା ଘଟି ଅନେକ ସ୍ଥାନରେ ପୋଡ଼ାଜଳା ସହିତ ପଥରମାଡ଼ ହୋଇଛି । ବାଂଲାଦେଶରେ ଶରିଫ ଉସ୍ମାନ ହାଦିଙ୍କ ମୃତ୍ୟୁ ପରେ ହିଂସା ଉପୁଜିଛି । ଚଟଗାଓଁରେ ଭାରତୀୟ ହାଇକମିଶନ ବାହାରେ ହିଂସା ଯୋଗୁଁ ୨ ପୋଲିସ କର୍ମୀଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି । ଘଟଣାରେ ଜଣେ ସାମ୍ବାଦିକକୁ ଗୁଳି କରି ହତ୍ୟା କରାଯାଇଛି । ବାଂଲାଦେଶ ହିଂସାକୁ ନେଇ ଭାରତୀୟ ହାଇକମିଶନ ଏକ ନୋଟିସ […]

Read More Text.
Pakistan beggar

ସାଉଦି ଆରବରୁ ତଡ଼ା ଖାଇଲେ ୫୦ ହଜାରରୁ ଅଧିକ ପାକିସ୍ତାନୀ ଭିକାରୀ

ସାଉଦି ଆରବ : ବାରମ୍ୱାର ବେଜ୍ଜିତ ହେଉଛି ପାକିସ୍ତାନ । ସାଉଦି ଆରବ ସରକାରଙ୍କ ସମସ୍ତ କଟକଣା ସତ୍ତ୍ବେ ପାକିସ୍ତାନରୁ ଅଧିକାଂଶ ଭିକାରୀ ସେଠାକୁ ଯାଇ ଭିକ୍ଷାବୃତ୍ତି କରୁଛନ୍ତି । ତେଣୁ ସାଉଦି ଆରବ ପକ୍ଷରୁ ୫୬ ହଜାର ପାକିସ୍ତାନୀ ଭିକାରୀଙ୍କୁ ବିତାଡିତ କରିଛି । ସାଉଦି ଆରବରେ ମକ୍କା ଓ ମଦିନା ଭଳି ଇସଲାମ ଧର୍ମର ଦୁଇଟି ଗୁରୁତ୍ବପୂର୍ଣ୍ଣ ଧାର୍ମିକ ସ୍ଥଳ ରହିଛି । ହଜ୍ ସମେତ ବର୍ଷ ତମାମ ବିଶ୍ବର ବିଭିନ୍ନ ରାଷ୍ଟ୍ରରୁ ଲକ୍ଷାଧିକ ମୁସଲମାନ […]

Read More Text.
Flight 2

ଘନ କୁହୁଡ଼ି ଯୋଗୁଁ ବିମାନ ଉଡ଼ାଣ ବାଧାପ୍ରାପ୍ତ, ବିମାନ ଚଳାଚଳ ମନ୍ତ୍ରଣାଳୟର ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀ ଓ ଉତ୍ତର ଭାରତର ଅନେକ ସ୍ଥାନରେ ଘନ କୁହୁଡ଼ି ଓ ଦୃଶ୍ୟମାନତା ହ୍ରାସ ହେତୁ ବିମାନ ଚଳାଚଳ ମନ୍ତ୍ରଣାଳୟ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ପରାମର୍ଶ ଜାରି କରିଛି । ପରାମର୍ଶରେ ବିମାନ ବିଳମ୍ବ ଏବଂ ବାତିଲ ହେବାକୁ ଥିବା ଆଶଙ୍କା ରହିଛି । ଦିଲ୍ଲୀ ବିମାନବନ୍ଦରରେ ବିଭିନ୍ନ ଏୟାରଲାଇନ୍ସର ୨୭ଟି ବିମାନ ବାତିଲ ହୋଇଛି ଏବଂ ଆହୁରି ଅନେକ ବିମାନ ବିଳମ୍ବ ହୋଇଛି ବୋଲି ବିମାନବନ୍ଦର କର୍ତ୍ତୃପକ୍ଷ କହିଛନ୍ତି । […]

Read More Text.
Elephant 1 1 1068x600

ସ୍କୁଲରେ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କଲା ହାତୀ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେଞ୍ଜ ବୁଡ଼ାଗୁଡା ସେକ୍ସନର ପଡିଭଟ୍ଟା ବିଦ୍ୟାଳୟରେ  ହାତୀ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କରିଛି। ବହୁଦିନ ଧରି ନିୟମଗିରି ପାହାଡ଼ରେ ରହୁଥିବା ୨୭ଟିକିଆ ହାତୀପଲ ଲାଞ୍ଜିଗଡ ଓ କଲ୍ୟାଣସିଂହପୁର ବ୍ଲକ ଅଞ୍ଚଳରେ ଘୁରି ବୁଲୁଥିବା ଦେଖିବାକୁ ମିଳିଛି। ଗୁରୁବାର ରାତ୍ରରେ ୩ଟି ହାତୀ ପୋଲମା ପଞ୍ଚାୟତର ପଡିଭଟ୍ଟା ଗ୍ରାମରେ ଥିବା ବିଦ୍ୟାଳୟ କବାଟ ଭାଙ୍ଗି ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କ ପାଇଁ ରଖାଯାଇଥିବା ମଧ୍ୟାହ୍ନଭୋଜନ ଚାଉଳ ଫିଙ୍ଗା ଫିଙ୍ଗି କରିବ​‌ବା ସହ […]

Read More Text.
Images

ଲାଞ୍ଚ ଅଭିଯୋଗରେ ପୂର୍ବତନ ଅମିନଙ୍କୁ ୪ ବର୍ଷ ଜେଲ, ପେନସନ ବନ୍ଦ

ତରଭା : ଲାଞ୍ଚ ଅଭିଯୋଗରେ ପୂର୍ବତ୍ତନ ଅମିନଙ୍କୁ କାରାଦଣ୍ଡ । ପେନସନ ବନ୍ଦ କରିବା ସହ ୪ବର୍ଷ ବିଚାର ବିଭାଗୀୟ କାରାଦଣ୍ଡ ଓ ଜରିମାନା ନିର୍ଦେଶ ଦେଇଛି ଅଦାଲତ । ଘଟଣା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ତହସିଲରେ କାର୍ଯ୍ୟରତ ପୂର୍ବତନ ଅମିନ ଶ୍ରୀ ସାହୁ ମେହେରଙ୍କୁ ଲାଞ୍ଚ ଅଭିଯାଗରେ କାରାଦଣ୍ଡ ଶୁଣାଇଛି ଅଦାଲତ । ଲାଞ୍ଚ ଅଭିଯୋଗରେ ଶ୍ରୀ ମେହେରଙ୍କୁ ୪ ବର୍ଷ କାରାଦଣ୍ଡ ସହ ଜରିମାନା ନିର୍ଦ୍ଦେଶ ଦେଇଛି ବଲାଙ୍ଗୀର ଭିଜିଲାନ୍ସ ଅଦାଲତ । […]

Read More Text.