Monsoon use 628x430 1 300x205

ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ଅକ୍ଟୋବର ଦ୍ବିତୀୟ ସପ୍ତାହରେ ଆଣ୍ଡାମାନସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ପାଣିପାଗ ବିଭାଗ ବିସ୍ତାରିତ ରିପୋର୍ଟରେ ଦର୍ଶାଯାଇଛି ଯେ ଅକ୍ଟୋବର ୧୨ରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୩ ତାରିଖରେ ତାହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ୧୫ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅଧିକ ଘନୀଭୂତ ହୋଇ ଅବପାତ […]

Read More Text.
Omfed milk hike

ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

ଭୁବନେଶ୍ୱର : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍ କ୍ଷୀର ଦର ବୃଦ୍ଧି କରିବାକୁ ଯାଉଛି। ପ୍ରତି ଲିଟରରେ ୨ରୁ ୪ ଟଙ୍କା ବଢିଛି। ଟୋନଡ୍ ଦୁଗ୍ଧ ଲିଟର ପ୍ରତି ୫୬ ଟଙ୍କାରୁ ବୃଦ୍ଧି ପାଇ ୫୮ ଟଙ୍କା ହୋଇଛି। ୪ରୁ ଦୁଗ୍ଧ ଦର ଓମ୍‌ଫେଡ୍‌ ବୃଦ୍ଧି କରିବ। […]

Read More Text.
Naveen

ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ ଅବସରରେ ରାଜ୍ୟର ବିଜେପି ସରକାର ଉପରେ କଡ଼ା ପ୍ରହାର କରିଛନ୍ତି ବିରୋଧୀ ଦଳ ନେତା ତଥା ଦଳର ସଭାପତି ନବୀନ ପଟ୍ଟନାୟକ । ବୁଧବାର, ଗାନ୍ଧୀ ଜୟନ୍ତୀ ଠାରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରାରେ ଉଦ୍‌ବୋଧନ ଦେଇ ନବୀନ ପଟ୍ଟନାୟକ ଅଭିଯୋଗ କରିଛନ୍ତି ଯେ ବର୍ତ୍ତମାନର ରାଜ୍ୟ ସରକାର ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । କେବଳ ମିଥ୍ୟା ପ୍ରଚାର କରିବା ଏବଂ ଲୋକଙ୍କ ଟଙ୍କାର […]

Read More Text.
Screenshot 2026 10 02

ପୂଜା ପୂର୍ବରୁ ବନ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ସୂଚନା। ୧୦ ତାରିଖ ସୁଦ୍ଧା କ୍ଷତିଗ୍ରସ୍ତ ପାଇବେ କ୍ଷତିପୂରଣ। ଲଗାଣ ବର୍ଷା ଓ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ କ୍ଷୟକ୍ଷତି ଆକଳନ ତ୍ୱରାନ୍ୱିତ କରାଯିବ। ୧୦ ତାରିଖ ସୁଦ୍ଧା ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି। ଦଶହରା ପୂର୍ବରୁ ମିଳିବ କ୍ଷତିପୂରଣ ସମସ୍ତ କ୍ଷତିପୂରଣ। ସୂଚନା ଥାଉକି, ୨୬୧ କୋଟି ପ୍ରଥମ ପର୍ଯ୍ୟାୟରେ କ୍ଷତିପୂରଣ ଦିଆଯାଇଛି। ଦକ୍ଷିଣ ଓଡ଼ିଶାକୁ ୨୦ କୋଟି […]

Read More Text.
IMG 20261001 WA0326

ଜାତୀୟ ସ୍ବେଛାକୃତ ରକ୍ତଦାନ ଦିବସରେ ସିକିଲ ସେଲ ରୋଗୀ ପାଇଁ ରକ୍ତଦାନ କଲେ ଅକ୍ଷୟ ମହାନ୍ତି

ବାରିପଦା: “ରକ୍ତଦାନ ଏକ ମହତ୍‌ ଓ ପୁଣ୍ୟ କର୍ମ” ଉକ୍ତିକୁ ଆଧାର କରି ନିୟମିତ ରକ୍ତଦାନ କରିଆସୁଥିବା ଡ଼. ଅକ୍ଷୟ କୁମାର ମହାନ୍ତି ଆଜି ଜାତୀୟ ସ୍ବେଛାକୃତ ରକ୍ତଦାନ ଦିବସ ଅବସରରେ ଜଣେ ସିକିଲ ସେଲ ରୋଗୀ ପାଇଁ ରକ୍ତଦାନ କରିବାର ସୌଭାଗ୍ୟ ଅର୍ଜନ କରିଛନ୍ତି I  ବାରିପଦାସ୍ଥିତ ଓଡ଼ିଶା ରକ୍ତ କେନ୍ଦ୍ରରେ ଡା. ମହାନ୍ତି ନିଜର ୪୪ତମ ଥର ପାଇଁ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଛନ୍ତି।ସୂଚନା ଅନୁଯାୟୀ, ଜଣେ ସିକିଲସେଲ ରୋଗୀଙ୍କ ପାଇଁ ରକ୍ତର ଆବଶ୍ୟକତା […]

Read More Text.
IMG 20261001 WA0347

 ବାମନଘାଟି ଉପଖଣ୍ଡରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ–୨୦୨୬ ପାଳିତ

ବାରିପଦା: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବାମନଘାଟି ଉପଖଣ୍ଡ ର ରାଇରଙ୍ଗପୁର ଠାରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ–୨୦୨୬ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୭ ଘଟିକା ସମୟରେ ସ୍ଥାନୀୟ ମହତାବ ଭବନ ଠାରେ ସ୍ୱାସ୍ଥ୍ୟ ସଚେତନତା ଉଦେଶ୍ୟରେ ବରିଷ୍ଠ ନାଗରିକ ମାନଙ୍କୁ ନେଇ ସାମୁହିକ ଯୋଗାସନ କରାଯାଇଥିଲା। ପରେ ପରେ  ” ମା ପାଇଁ ଗଛଟିଏ ” ଅଭିଯାନକୁ ସ୍ମରଣୀୟ ତଥା ଜୀବ […]

Read More Text.
IMG 20261001 WA0336

ମୁଖ୍ୟ ନିର୍ବାଚନ କମିଶନରଙ୍କ ବରଖାସ୍ତ ଓ ରାଜ୍ୟ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବାମ ଦଳର ବିକ୍ଷୋଭ 

ବାରିପଦା: ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର୍) ନାମରେ ଯୋଗ୍ୟ ନାଗରିକଙ୍କ ମତାଧିକାର ବଞ୍ଚିତ ହେବା, ନିର୍ବାଚନ ପ୍ରକ୍ରିୟାର ସ୍ବଚ୍ଛତା, ନିର୍ବାଚନ ଆୟୋଗର ସ୍ଵାଧୀନତା ଓ ରାଜ୍ୟ ଶିକ୍ଷା ମନ୍ତ୍ରୀଙ୍କ ପାରିବା ପଣିଆ ନେଇ ଗମ୍ଭୀର ପ୍ରଶ୍ନ ଉଠିଥିବା ପରିପ୍ରେକ୍ଷୀରେ ଆଜି ଜିଲ୍ଲାର ସିପିଆଇ ଓ ସିପିଏମ ପକ୍ଷରୁ ମିଳିତ ଭାବେ ବାରିପଦା ବସ୍ ଷ୍ଟାଣ୍ଡ ରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ ସଭା ସାଥୀ ରଘୁନାଥ ପଣ୍ଡା ସଭାପତିତ୍ବରେ ଅନୁଷ୍ଠିତ ହୋଇ […]

Read More Text.
IMG 20261001 WA0371

ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ବରିଷ୍ଠ ନାଗରିକଙ୍କ ଅନୁଭବ ଓ ଜ୍ଞାନ ସମାଜର ମୂଲ୍ୟବାନ ସମ୍ପଦ: ଭାରତୀ ହାଁସଦା ବାରିପଦା: ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ବାରିପଦାସ୍ଥିତ ସହିଦ୍ ସ୍ମୃତି ଭବନଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଛି । ଏହି ଅବସରରେ ବାରିପଦା ସହରର ତିନୋଟି ବରିଷ୍ଠ ନାଗରିକ ସଂଘ, ବାରିପଦା ବ୍ଲକ ଏବଂ ବରିଷ୍ଠ ନାଗରିକ ଗୃହରୁ ଯୋଗଦେଇଥିବା ୧୭୦ ଜଣ ବରିଷ୍ଠ ନାଗରିକଙ୍କୁ ପୁଷ୍ପ ଓ ଉପଢୌକନ ପ୍ରଦାନ କରି […]

Read More Text.

ଶିଶୁ ଶ୍ରମମୁକ୍ତ ଗ୍ରାମ ପଞ୍ଚାୟତ ଗଠନ ଲକ୍ଷ୍ୟରେ ମୟୂରଭଞ୍ଜରେ ୪୪ ଦିନିଆ ଅଭିଯାନ

୪୦୪ ଗ୍ରାମ ପଞ୍ଚାୟତରେ ସଚେତନତା, ପଦଯାତ୍ରା, ଶିଶୁ ଶ୍ରମିକ ଉଦ୍ଧାର ଓ ପୁନର୍ବାସ ଉପରେ ଗୁରୁତ୍ୱ ବାରିପଦା: ଶିଶୁ ଶ୍ରମ ପ୍ରଥାର ନିରାକରଣ ତଥା ପ୍ରତ୍ୟେକ ଶିଶୁଙ୍କୁ ଶିକ୍ଷା, ସୁରକ୍ଷା ଓ ଏକ ସୁନିଶ୍ଚିତ ଭବିଷ୍ୟତ ସହିତ ଯୋଡ଼ିବା ଲକ୍ଷ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ୪୪ ଦିନିଆ ଶିଶୁ ଶ୍ରମମୁକ୍ତ ଗ୍ରାମ ପଞ୍ଚାୟତ ଅଭିଯାନ ଆୟୋଜନ ହେବ। ଆସନ୍ତା ୨ ଅକ୍ଟୋବରରୁ ୧୪ ନଭେମ୍ବର, ଶିଶୁ ଦିବସ ପର୍ଯ୍ୟନ୍ତ ଏହି ଅଭିଯାନ ଚାଲିବ । ମୟୂରଭଞ୍ଜ ଜିଲ୍ଲାର ୪୦୪ଟି ଗ୍ରାମ […]

Read More Text.
Smit machhar

ଭାରତୀୟ ପାଇଲଟ ସ୍ମିତ୍ ଙ୍କ ସାହସକୁ ସଲାମ କଲେ ପିଏମ୍ ମୋଦି

ନୂଆଦିଲ୍ଲୀ : ପାଇଲଟ୍ କ୍ୟାପଟେନ୍ ସ୍ମିତ୍ ମାଚ୍ଛରଙ୍କ ସାହସକୁ ସଲାମ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆରେ Xରେ ପୋଷ୍ଟ କରି ସ୍ମିତ୍ ଙ୍କୁ ହିରୋ ବୋଲି କହିବା ସହ ତାଙ୍କ ପାଇଁ ଭାରତ ଗର୍ବିତ ବୋଲି ଉଲ୍ଲେଖ କରିଛନ୍ତି ମୋଦି । ମୋଦି କହିଛନ୍ତି, ଅତ୍ୟନ୍ତ ବିପଜ୍ଜନକ ପରିସ୍ଥିତି ଏବଂ ଗୁରୁତର ଆହତ ହେବା ସତ୍ତ୍ୱେ କ୍ୟାପଟେନ୍ ସ୍ମିତ୍ ମାଚ୍ଛର ଅସୀମ ସାହସ ଦେଖାଇଥିଲେ । ଅନ୍ୟମାନଙ୍କ ଜୀବନ ରକ୍ଷା ପାଇଁ ତାଙ୍କର […]

Read More Text.